ଭାରତୀୟ ସାଂସ୍କୃତିକ ସହଯୋଗ-ମୈତ୍ରୀ ସମିତିର ସମ୍ପାଦକ ହେଲେ ହରପ୍ରସାଦ

ଦିଗପହଣ୍ଡି, ୨୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହୋଇଥିବା ଜଣାପଡିଛି। ସୁନ୍ଦରଗଡ଼ ଜିଲା ରାଉରକେଲାଠାରେ ଅନୁଷ୍ଠିତ ଇସକଫ୍‌ ରାଜ୍ୟ ସମ୍ମିଳନୀରେ ୧୦୧ ଜଣିଆ ରାଜ୍ୟ ପରିଷଦ ଗଠନ କରାଯାଇଥିଲା। ସେଥିମଧ୍ୟରୁ ସମିତିର ଗଞ୍ଜାମ ଜିଲା ସଭାପତି ରହିଥିବା ହର ପ୍ରସାଦଙ୍କ ସମେତ ଅନ୍ୟ ପ୍ରମୁଖ ଜିଲାଗୁଡ଼ିକ ମଧ୍ୟରୁ ବିଜୟ କୁମାର ମହାନ୍ତି, ସଦାନନ୍ଦ ସାହୁ, ଅମରେନ୍ଦୁ ମହାନ୍ତି, ସଞ୍ଜୟ କୁମାର ପରିଜା ଏବଂ ଜାନକୀ ବଲ୍ଲଭ ମହାନ୍ତିଙ୍କୁ ନେଇ ସାଧାରଣ ସମ୍ପାଦକ ମଣ୍ଡଳୀ ଘୋଷଣା କରାଯାଇଛି। ଆନ୍ତର୍ଜାତିକ ଶାନ୍ତି ତଥା ଜାତୀୟସ୍ତରରେ ସାମ୍ପ୍ରଦାୟିକ ସଦ୍‌ଭାବନା ରକ୍ଷା ଏବଂ ମୈତ୍ରୀ ବନ୍ଧନକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ ରଖିଥିବା ଇସକଫ୍‌ର ଓଡ଼ିଶା ରାଜ୍ୟ ସାଧାରଣ ସମ୍ପାଦକ ର୍ନିବାଚିତ ହେବା ପରେ ହରପ୍ରସାଦ ରଥଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ମିଳୁଥିବା ପରିଲକ୍ଷିତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର…

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଜନଗଣନାରେ ଓବିସିଙ୍କୁ ଅଣଦେଖା ଅଭିଯୋଗ:ଦାବିପତ୍ର ପ୍ରଦାନ

ବରଗଡ଼,୧୪ା୫(ପ୍ରେମାନନ୍ଦ ଖମାରୀ):ଚଳିତ ଜନଗଣନାରେ ପଛୁଆବର୍ଗ (ଓବିସି)ଙ୍କୁ ଅଣଦେଖା କରାଯାଇଛି ବୋଲି ଅଭିଯୋଗ ହୋଇଛି। ଜନଗଣନାରେ ଉଦ୍ଦିଷ୍ଟ ୧୨ ନମ୍ବର ପ୍ରଶ୍ନରେ ଓବିସି କଲମ ଯୋଡିବା ପାଇଁ ଓଡିଶା…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri