ରୌପ୍ୟ ପଦକ ହାତେଇ ଜିଲା ପାଇଁ ଗୌରବ ଆଣିଲେ ହରପ୍ରିୟା

କୋରାପୁଟ,୧୦।୧(ଅମିତାଭ ବେହେରା): ଭୁବନେଶ୍ୱର ସରକାରୀ ଦକ୍ଷତା ବିକାଶ ମହାବିଦ୍ୟାଳୟରେ ଆୟୋଜିତ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାଗ ନେଇଥିବା କୋରାପୁଟ ଜିଲା ଦାମନଯୋଡ଼ିର ଛାତ୍ରୀ ହରପ୍ରିୟା ସାମଲ ଦ୍ୱିତୀୟ ହୋଇଛନ୍ତି। ଏହି କୃତିତ୍ୱ ପାଇଁ ତାଙ୍କୁ ରୌପ୍ୟ ପଦକ ମିଳିଛି। ଶୁକ୍ରବାର ଲୋକସେବା ଭବନରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ କୁମାର ସ୍ବାଇଁଙ୍କଠାରୁ ସେ ମାନପତ୍ର ଏବଂ ପଦକ ଗ୍ରହଣ କରିଥିଲେ। ତାଙ୍କର ଏହି କୃତିତ୍ୱ ପାଇଁ ଜିଲାବାସୀ ଶୁଭେଚ୍ଛା ଜଣାଇଛନ୍ତି। ଦାମନଯୋଡ଼ି ଅଞ୍ଚଳର ନିକୁଞ୍ଜ କିଶୋର ସାମଲ ଏବଂ ରେଣୁକାଙ୍କ ଝିଅ ହରପ୍ରିୟା ବର୍ତ୍ତମାନ ଭୁବନେଶ୍ୱରସ୍ଥିତ ସରକାରୀ ଦକ୍ଷତା ବିକାଶ ମହାବିଦ୍ୟାଳୟରେ ତୃତୀୟ ବର୍ଷ ଛାତ୍ରୀ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ…

ଶିକ୍ଷକଙ୍କ ଘର ତାଲା ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ

ଗୁଡ଼ାରି,୨୭ା୨(ପ୍ରମୋଦ କୁମାର ପତି): ଦୀର୍ଘଦିନର ବ୍ୟବଧାନ ପରେ ଗୁଡ଼ାରି ସହରରେ ଚୋରି ଦେଖିବାକୁ ମିଳିଛି। ସହରର ୯ ନମ୍ବର ଓ୍ବାର୍ଡ ତଥା ଶ୍ରୀରାମ ନଗରରେ ବାସ କରୁଥିବା…

ଜିମ୍ବାୱେ ବିପକ୍ଷରେ ଟିମ୍‌ ଇଣ୍ଡିଆର ବିଶ୍ୱ ରେକର୍ଡ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୨୭।୨: ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ଚମତ୍କାର ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଟିମ୍‌ ଇଣ୍ଡିଆ ICC T20 ବିଶ୍ୱକପ 2026ର ଦ୍ୱିତୀୟ ସୁପର-୮ମ୍ୟାଚରେ…

ସାଉଦି ଆରବର ଶରଣ ପଶିଲାଣି ପାକିସ୍ତାନ! ତାଲିବାନ ଆକ୍ରମଣ ଆଶଙ୍କାରେ ରିୟାଦ ସହ ଯୋଗାଯୋଗ କଲାଣି ପାକ୍‌

ଇସଲାମାବାଦ,୨୭।୨: ତାଲିବାନ ସହିତ ଶତ୍ରୁତା ଆରମ୍ଭ ହେବା ପରେ, ପାକିସ୍ତାନ ସାଉଦି ଆରବ ସହିତ ଯୋଗାଯୋଗ କରିଛି। ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇସାକ ଡାର…

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ, ପଟ୍ଟା ସଂଶୋଧନ କରିବାକୁ ନେଉଥିଲେ…

ରାଜନଗର,୨୭ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ…

ଭାରତର ପ୍ରତିନିଧିତ୍ୱ କରିବେ ସୁଦର୍ଶନ

ପୁରୀ,୨୭ା୨(ଅଜିତ୍‌ କୁମାର ମହାନ୍ତି): ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇଟାଲୀର ଭେନିସ୍‌ରେ ହେବାକୁ ଥିବା କନ୍‌ଟେମ୍ପରାରି ଭେନିସ୍‌-୨୦୨୬ର ୧୮ତମ ସଂସ୍କରଣରେ ଭାରତର ପ୍ରତିନିଧିତ୍ୱ କରିବେ।…

ମଦ ଦୁର୍ନୀତି ମାମଲାରେ ଦୋଷମୁକ୍ତ ହେବା ପରେ ଟ୍ରେଣ୍ଡ କଲେଣି କେଜରିୱାଲ, ଭାଜପାକୁ ପ୍ରଶ୍ନ ପଚାରୁଛନ୍ତି ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ରାଜନୀତିର ସବୁଠାରୁ ବିବାଦୀୟ ମାମଲା ମଧ୍ୟରୁ ଗୋଟିଏ, କଥିତ ମଦ ନୀତି ଦୁର୍ନୀତିରେ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ରାୟ ଘୋଷଣା କରାଯାଇଛି। ଏହି…

ସୁନା କିଣିବାକୁ ନେଇ ଆସିଲା ନୂଆ ନିୟମ, ୧ ଏପ୍ରିଲରୁ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୭।୨: ସୁନା କେବଳ ଏକ ଧାତୁ ନୁହେଁ, ଏହା ଭାରତୀୟଙ୍କ ପାଇଁ ଏକ ଭାବପ୍ରବଣ। ଆମ ମଧ୍ୟରୁ ଅଧିକାଂଶ ଏହାକୁ ଆମର ପୋର୍ଟଫୋଲିଓର ସବୁଠାରୁ ସୁରକ୍ଷିତ ଅଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri