ହାତୀ ଉପଦ୍ରବ: ଘର ଭାଙ୍ଗିଲା, ଧାନ ଖାଇଲା

ରୂପ୍‌ସା,୧୨ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଲଛମନଖୁଣ୍ଟା ଗ୍ରାମରେ ପୁଣି ଏକ ଦନ୍ତା ହାତୀର ଉପଦ୍ରବ ଦେଖିବାକୁ ମିଳିଛି। ମୟୂରଭଞ୍ଜ ପଟରୁ ରବିବାର ବିଳମ୍ବିତ ରାତିରେ ଏହି ହାତୀ ଆସି ଗାଁରେ ପଶି ହରେକୃଷ୍ଣ ଦାସଙ୍କ ଘର ଭଙ୍ଗାରୁଜା କରିଥିଲା। ଶୋଇଥିବା ଅବସ୍ଥାରେ ଘର ମାଲିକ ହରେକୃଷ୍ଣଙ୍କୁ ହାତୀଟି ଶୁଣ୍ଢ ବଢ଼ାଇ ଆକ୍ରମଣ କରୁଥିବା ବେଳେ ତାଙ୍କ ପୁଅ ଉଠି ପଡ଼ି ବାପାଙ୍କୁ ସେଠାରୁ ଘୋଷାରି ନେଇଥିଲେ। ଫଳରେ ସେ ଅଳ୍ପକେ ରକ୍ଷା ପାଇଯାଇଥିଲେ। ଗାଁ ଲୋକେ ରାତିରେ ବନବିଭାଗକୁ ଖବର ଦେଇଥିଲେ ମଧ୍ୟ କେହି ନ ପହଞ୍ଚତ୍ବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହା ପରେ ହାତୀଟି ଉକ୍ତି ଗ୍ରାମର ଜିତୁ ସିଂ ଓ କଟିଆ ସିଂ ଘରେ ପଶି ଧାନ ଖାଇ ପାଖ ଜଙ୍ଗଲକୁ ପଳାଇଥିଲା। ସୋମବାର ବସ୍ତା ଫରେଷ୍ଟର ଓ ରାଜସ୍ବ ନୀରିକ୍ଷକ ପହଞ୍ଚତ୍ କ୍ଷୟକ୍ଷତି ଆକଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri