Posted inଖେଳ

ଅଶ୍ୱିନଙ୍କୁ ଭଜିଙ୍କ ଶୁଭେଚ୍ଛା

କାନପୁର,୨୯।୧୧: ଟେଷ୍ଟ କ୍ରିକେଟରେ ଭାରତ ପାଇଁ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ପୂର୍ବତନ ଭାରତୀୟ ସ୍ପିନର ହରଭଜନ ସିଂଙ୍କୁ ପଛରେ ପକାଇ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। କାନପୁର ଟେଷ୍ଟର ୫ମ ଦିନରେ ଟମ୍‌ ଲଥାମ (୫୨)ଙ୍କୁ ଆଉଟ୍‌ କରି ଅଶ୍ୱିନ ଏହି ସଫଳତା ପାଇଛନ୍ତି। ଏହି ଅବସରରେ ଅଶ୍ୱିନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଭଜି।

“ଅଶ୍ୱିନଙ୍କୁ ଶୁଭେଚ୍ଛା। ଆଶା କରୁଛି ତୁମେ ଆହୁରି ଉଇକେଟ ନିଅ। ଭଗବାନ ତୁମର ମଙ୍ଗଳ କରନ୍ତୁ। ଚମକିବା ଜାରି ରଖ” ବୋଲି ଭଜି ଟୁଇଟ୍‌ କରିଛନ୍ତି।

ପୂର୍ବତନ ଲେଗ୍‌ ସ୍ପିନର ଅନୀଲ କୁମ୍ବଲେ ୬୧୯ ଉଇକେଟ ସହ ଶୀର୍ଷରେ ରହିଛନ୍ତି। ତାଙ୍କ ପଛକୁ ୪୩୪ ଉଇକେଟ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି କିମ୍ବଦନ୍ତ୍ରୀ ଅଲରାଉଣ୍ଡର କପିଳ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ କନ୍ଧମାଳ ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦୁଇ ଦିନିଆ କନ୍ଧମାଳ ଜିଲା ଗସ୍ତକୁ ନେଇ ଦାରିଙ୍ଗବାଡ଼ି ଅଞ୍ଚଳରେ ବେଶ୍ ଉତ୍ସାହ ଦେଖିବାକୁ…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri