Posted inଖେଳ

କେକେଆର୍‌ରେ ଯୋଗଦେଲେ ହରଭଜନ

ମୁମ୍ବାଇ, ୨୮ା୩ (ପି.ଟି.)-ଦୁଇଥର ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ (କେକେଆର୍‌)ର ସ୍ପିନ ବିଭାଗରେ ସଦ୍ୟ ଯୋଗଦାନ କରିଛନ୍ତି ଭେଟେରାନ ହରଭଜନ ସିଂ। ଶନିବାର ଅପରାହ୍ନରେ ସେ ଟିମ୍‌ ହୋଟେଲରେ ପ୍ରବେଶ କରିଛନ୍ତି। ଅନ୍ୟ କେତେଜଣ ଖେଳାଳି ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ସେମାନଙ୍କ ଟ୍ରେନିଂ ଆରମ୍ଭ କରିଛନ୍ତି। ବ୍ୟୟବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ହରଭଜନ ପ୍ରଥମଥର କେକେଆର ଦଳରୁ ଖେଳିବାକୁ ଯାଉଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରୁ ଖେଳିସାରିଛନ୍ତି। ଏହି ଭେଟେରାନ ଅଫ୍‌ ସ୍ପିନର ଉକ୍ତବର୍ଷ ୨କୋଟି ଟଙ୍କାରେ କ୍ରୟ ହୋଇଛନ୍ତି। ରହସ୍ୟମୟ ସ୍ପିନର ବରୁଣ ଚକ୍ରବର୍ତ୍ତୀ, ରାହୁଲ ତ୍ରିପାଠୀ, କମଳେଶ ନାଗରକୋଟି, ସନ୍ଦୀପ ଓ୍ବାରିୟର ଓ ନବାଗତ ବୈଭବ ଆରୋରା ସହକାରୀ କୋଚ୍‌ ଅଭିଷେକ ନାୟାର ଓ ଓମ୍‌କାର ସାଲ୍‌ଭିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସେମାନଙ୍କ ଟ୍ରେନିଂ ଆରମ୍ଭ କରିଛନ୍ତି। କେକେଆର ଚେନ୍ନାଇରେ ଏପ୍ରିଲ ୧୧ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳି ଏହାର ସିଜନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri