Posted inଖେଳ

୭୧ ଶତକ କରିଥିଲେ ବି ହରଭଜନଙ୍କ ବଲ୍‌କୁ ଖେଳିବାକୁ ଡର ଲାଗୁଥିଲା: ପଣ୍ଟିଂ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆର ପୂର୍ବ ଅଧିନାୟକ ରିକି ପଣ୍ଟିଂ ନିଜର ଅନ୍ତରାଷ୍ଟ୍ରୀୟ କ୍ୟାରିୟରରେ ୭୧ଟି ଶତକ କରିଛନ୍ତି। ତାଙ୍କ ନେତୃତ୍ୱରେ ଦଳ ଦୁଇଥର ଦିନିକିଆ ବିଶ୍ୱକପ୍‌ ଚମ୍ପିଆନ୍‌ ମଧ୍ୟ ହୋଇଛି। ଏସବୁ ସତ୍ତ୍ୱେ ପଣ୍ଟିଂ ହରଭଜନଙ୍କ ବଲ୍‌କୁ ଖେଳିବାକୁ ଡରିଥାନ୍ତି। ଏକଦା ଦଳର ଭାରତ ଗସ୍ତ ସମୟରେ ସେ ଏତେ ମାତ୍ରାରେ ବିବ୍ରତ ହୋଇଯାଇଥିଲେ ଯେ ନିଜର ବ୍ୟାଟିଂ ଉପରେ ତାଙ୍କର ବିଶ୍ୱାସ ଉଠିଯାଇଥିଲା ବୋଲି ରବିଚନ୍ଦ୍ରନ ଅଶ୍ୱିନଙ୍କ ସହ ଅନ୍‌ଲାଇନ୍‌ କଥାବାର୍ତ୍ତାରେ ସେ ଏହା କହିଛନ୍ତି।

ତେବେ କ୍ୟାରିୟରରେ କିଛି ମହାନ ସ୍ପିନରଙ୍କ ସହ ସଂଘର୍ଷ ଦେଖିବାକୁ ମିଳିଛି କି ପ୍ରଶ୍ନରେ ପଣ୍ଟିଂ କହିଥିଲେ, ହରଭଜନ ସେମାନଙ୍କ ମଧ୍ୟରୁ ଜଣେ। ତାଙ୍କ ସହ ଅନେକ ଥର ଲଢ଼େଇ ହୋଇଛି। ସେଥିରୁ ଅଧିକ ଥର ସେ ଜିତିଛନ୍ତି। ଟେଷ୍ଟ କ୍ରିକେଟରେ ହରଭଜନଙ୍କଠାରୁ ବ୍ୟତିତ ଅନ୍ୟ କେହି ତାଙ୍କୁ ଅଧିକ ଥର ଆଉଟ୍‌ କରିପାରିନାହାନ୍ତି। ୨୦୦୧ରେ ଖେଳାଯାଇଥିବା ସିରିଜ କଥା ମନେପଡେ। ଏଥିରେ ୫ ମ୍ୟାଚ୍‌ରେ ହରଭଜନ ତାଙ୍କୁ ଆଉଟ୍‌ କରିଥିଲେ। ବହୁତ କମ୍‌ ବଲ୍‌ ପକାଇ ସେ ତାହା କରିଥିଲେ। ଏହା ତାଙ୍କୁ ଚିନ୍ତାରେ ପକାଇଦେଇଥିଲା। ଏପରିକି ସେ ଡରି ଯାଇଥିଲେ। ଧିରେ ଧିରେ ତାଙ୍କ ବଲ୍‌କୁ ଖେଳିବା ପାଇଁ ନୂଆ ନୂଆ ପ୍ରୟାସ ଆରମ୍ଭ କରିଥିଲେ ବୋଲି ପଣ୍ଟିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri