Posted inଖେଳ

ଚହଲଙ୍କ ଅନୁପସ୍ଥିତିକୁ ନେଇ ପ୍ରଶ୍ନ ଉଠାଇଲେ ହରଭଜନ

ନୂଆଦିଲ୍ଲୀ,୨୫।୮: ଅଗଷ୍ଟ ୩୦ରେ ପାକିସ୍ତାନ ଏବଂ ଶ୍ରୀଲଙ୍କାରେ ହେବାକୁ ଥିବା ଏସିଆ କପ୍‌ ଅନୁଷ୍ଠିତ ହେବ। ଏହି ଟୁର୍ନାମେଣ୍ଟରେ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ଦଳରେ ସ୍ଥାନ ମିଳିନାହିଁ। ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଭାରତର ପୂର୍ବତନ କ୍ରିକେଟର ହରଭଜନ ସିଂହ।

ନିଜର ୟୁଟ୍ୟୁବ୍‌ ଚ୍ୟାନେଲରେ ହରଭଜନ କହିଛନ୍ତି, ଏସିଆ କପ୍‌ ଲାଗି ଚୟନ ହୋଇଥିବା ଟିମ୍‌ରେ ଚହଲଙ୍କ ଅନୁପସ୍ଥିତି ଦେଖି ନିରାଶ ହେଲି। ମୋ ମତରେ ତାଙ୍କୁ ଦଳରେ ରଖିବା ଆବଶ୍ୟକ ଥିଲା। ସେ ଏଭଳି ଜଣେ ସ୍ପିନର ଯିଏ ବଲ୍‌କୁ ଟର୍ନ କରାଇପାରନ୍ତି। ଯଦି ପ୍ରକୃତ ସ୍ପିନର କଥା ପଡେ ତେବେ ସୀମିତ ଓଭର ଫର୍ମାଟରେ ଭାରତ ଲାଗି ଚହଲଙ୍କଠାରୁ ଭଲ ସ୍ପିନର କେହି ନାହାନ୍ତି। ଗତ କିଛି ମ୍ୟାଚ୍‌ରେ ତାଙ୍କ ପ୍ରଦର୍ଶନ ଭଲ ନ ଥିଲା। ଏହାଦ୍ୱାରା ସେ ଖରାପ ବୋଲର ହୋଇଯିବେ ନାହିଁ। କହିବାକୁ ଗଲେ ତାଙ୍କୁ ଚୟନ କରା ନ ଯାଇ ଭୁଲ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK

ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri