Posted inଖେଳ

ଅଶ୍ୱିନଙ୍କ ବିକଳ୍ପ ଖୋଜ, ଏହି ଦୁଇ ଖେଳାଳିଙ୍କୁ ଦଳକୁ ଆଣ: ହରଭଜନ

ନୂଆଦିଲ୍ଲୀ,୨୬।୧: ଦିନିକିଆ କ୍ରିକେଟରେ ଭାରତର ସ୍ପିନରମାନେ ଭଲ ପ୍ରଦର୍ଶନ କରିପାରୁନାହାନ୍ତି। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବ କ୍ରିକେଟର ହରଭଜନ ସିଂହ। ଏହି ଫର୍ମାଟରେ ଆର୍‌ ଅଶ୍ୱିନଙ୍କୁ ନ ଖେଳାଇବାର ସମୟ ଆସିଛି। ଏପରିକି ଦଳରେ ୟୁଜବେନ୍ଦଅ ଚହଲ ଏବଂ କୁଲଦୀପ ଯାଦବଙ୍କୁ ଫେରାଇ ଅଣାଯାଉ ବୋଲି ସେ କହିଛନ୍ତି।

ହରଭଜନଙ୍କ ମତରେ ଇଶାନ୍ତ ଶର୍ମା ଏବଂ ଅଶ୍ୱିନ ଦଳ ପାଇଁ ଭଲ ପ୍ରଦର୍ଶନ କରିଛନ୍ତି। ଅଶ୍ୱିନ ଜଣେ ଚାମ୍ପିୟନ ବୋଲର। ହେଲେ ଦିନିକିଆ କ୍ରିକେଟରେ ଭାରତକୁ ବିକଳ୍ପ ଖୋଜିବାର ସମୟ ଆସିଛି। କୂଳଦୀପ ଭଲ ବିକଳ୍ପ ହୋଇପାରନ୍ତି। ତାଙ୍କ ସହ ୟୁଜବେନ୍ଦ୍ରଙ୍କ ଯୋଡ଼ି ମ୍ୟାଚ୍‌ ଜିତିବାରେ କି ପ୍ରଭାବ ପକାଉଛି ତାହା ଦେଖିବା ଉଚିତ ବୋଲି ହରଭଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲ ପାଇଁ ନ୍ୟୁଜିଲାଣ୍ଡକୁ ଦରକାର ୧୬୭ ରନ୍‌

ଆବୁଧାବି,୧୦।୧୧: ଚଳିତ ଟି୨୦ ବିଶ୍ୱକପ୍‌ର ଫାଇନାଲରେ ସ୍ଥାନ ପକ୍କା କରିବା ପାଇଁ ନ୍ୟୁଜିଲାଣ୍ଡକୁ ୧୬୭ ରନ୍‌ ଦରକାର। ସ୍ଥାନୀୟ ଶେଖ ଜାୟେଦ ଷ୍ଟାଡିୟମରେ ବୁଧବାର ଖେଳାଯାଉଥିବା...

ଟସ୍‌ ପରେ ଜାଣିଶୁଣି ହୋଲ୍ଡରଙ୍କ ସହ ହାତ ମିଳାଇଲେ ଷ୍ଟୋକ୍ସ

ସାଉଥାମ୍ପଟନ, ୯।୭- ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଐତିହାସିକ ଟେଷ୍ଟ ସିରିଜ ବୁଧବାରଠାରୁ ସ୍ଥାନୀୟ ରୋଜ୍‌ ବାଉଲ୍‌ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏଥିସହ ଦୀର୍ଘ...

ରମଣ ଇଫେକ୍ଟ: ନୀତୁଙ୍କ ଚୟନ କମିଟି, ମଦନ ଲାଲ୍‌ ସନ୍ଦେହ ଘେରରେ

ନୂଆଦିଲ୍ଲୀ,୧୫।୫(ପି.ଟି.): ପୂର୍ବତନ ଭାରତୀୟ ଓପନର ଡବ୍ଲ୍ୟ.ଭି. ରମଣଙ୍କୁ ହଠାତ୍‌ ଭାରତୀୟ ମହିଳା କ୍ରିକେଟ ଦଳର ହେଡ୍‌ କୋଚ୍‌ ପଦରୁ ବିଦା କରାଯିବା ପରେ ବିବାଦ ସୃଷ୍ଟି...

ଯଶପ୍ରୀତ ବୁମରାହଙ୍କ ପ୍ରେମରେ ପଡିଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ଏବଂ କ୍ରିକେଟରଙ୍କ ପ୍ରେମ କାହାଣୀ ପୁରୁଣା। ଏମିତି ଅନେକ ଅଭିନେତ୍ରୀ ଅଛନ୍ତି ଯେଉଁମାନେ କ୍ରିକେଟରଙ୍କ ପ୍ରେମରେ ପଡିଛନ୍ତି। କିଛି ଅଭିନେତ୍ରୀ ପ୍ରେମ ପରେ...

ଟାଇମ୍‌ ମାଗାଜିନର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ଦୂତୀ

ଭୁବନେଶ୍ୱର, ୧୪।୧୧(କ୍ରୀଡ଼ା ପ୍ରତିନିଧି)- ଟାଇମ୍‌ ମାଗାଜିନର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ସ୍ଥାନ ପାଇଛନ୍ତି ଭାରତର ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ। ବିଜ୍‌ନେଶ, ମନୋରଞ୍ଜନ,...

ଦ୍ରାଭିଡଙ୍କ ଏହି ଟିପ୍ସ ମାନିଲେ ଭାରତ ଗସ୍ତରେ ସଫଳ ହେବ ଇଂଲଣ୍ଡ

ଇଂଲଣ୍ଡର ପୂର୍ବତନ କେଭିନ ପିଟରସନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ଆଗାମୀ ଭାରତ ଏବଂ ଇଂଲଣ୍ଡ ସିରିଜ୍‌ ଉପରେ ମନ୍ତବ୍ୟ ଦେଇ ସେ କହିଛନ୍ତି...

ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ: ୨୩ ଜଣିଆ ଭାରତୀୟ ଦଳ ଘୋଷିତ

ଗୁଆହାଟୀ,୧୨।୧୦(ପି.ଟି.)- ଆସନ୍ତା ମଙ୍ଗଳବାର କୋଲକାତାରେ ଖେଳାଯିବାକୁ ଥିବା ବାଂଲଦେଶ ବିପକ୍ଷ ଫିଫି ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ପାଇଁ ଏକ ୨୩ ଜଣିଆ ଭାରତୀୟ ଦଳ...

କାର୍ତ୍ତିକଙ୍କୁ ଟ୍ରୋଲ କଲେ ଅଷ୍ଟ୍ରେଲିଆନ୍‌ ଖେଳାଳି

ନୂଆଦିଲ୍ଲୀ,୧୧।୫ : କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଉଇକେଟକିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ମଙ୍ଗଳବାର କୋଭିଡ୍‌-୧୯ ଟିକା ନେଇଛନ୍ତି। ଟୁଇଟରରେ ଫଟୋ ଶେୟାର କରି ଏହାର...

Advertisement
Archives

Model This Week