Posted inଖେଳ

ପଡ଼ିଆକୁ ଫେରିବେ ହରଭଜନ

ନୂଆଦିଲ୍ଲୀ,୧୪ା୭: ପୂର୍ବତନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂ କ୍ରିକେଟ ପଡ଼ିଆକୁ ଫେରିବେ। ସେପ୍ଟେମ୍ବରରେ ହେବାକୁ ଥିବା ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ (ଏଲ୍‌ଏଲ୍‌ସି)ରେ ସେ ଅଂଶଗ୍ରହଣ କରିବେ। ଫଳରେ ସେ ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ, ଇର୍ଫାନ ପଠାନ, ୟୁସୁଫ୍‌ ପଠାନ, ଅଷ୍ଟ୍ରେଲିଆର ପୂର୍ବତନ ସ୍ପିଡ୍‌ଷ୍ଟର ବ୍ରେଟ୍‌ ଲି, ସ୍ପିନ କିମ୍ବଦନ୍ତୀ ମୁଥୟା ମୁରଲୀଧରନ ଏବଂ ବିଶ୍ୱକପ୍‌ ବିଜୟୀ ଇଂଲଣ୍ଡର ପୂର୍ବତନ ଅଧିନାୟକ ଇଓନ ମୋର୍ଗାନଙ୍କ ସହ ଯୋଗ ଦେବେ।

ଏଲ୍‌ଏଲ୍‌ସିର ଦ୍ୱିତୀୟ ସିଜନରେ ୪ଟି ଦଳ ଓ ୧୧୦ ପୂର୍ବତନ ଖେଳାଳି ଭାଗ ନେବେ। ହରଭଜନଙ୍କ ବ୍ୟତୀତ ପୂର୍ବତନ ବାଂଲାଦେଶ ଅଧିନାୟକ ମାଶ୍ରାଫି ମୋର୍ତାଜ୍‌ ମଧ୍ୟ ଏଲଏଲସିର ଆଗାମୀ ସଂସ୍କରଣରେ ଭାଗ ନେବେ। ପୂର୍ବତନ ଓ୍ବେଷ୍ଟଇଣ୍ଡିଜ କ୍ରିକେଟର ଦୀନେଶ ରାମ୍‌ଦିନ୍‌ ଆଗାମୀ ସିଜନ ପାଇଁ ଖେଳାଳି ଚିଠା ତାଲିକାରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri