ହାର୍ଡକୋର ମାଓବାଦୀ ଲଖମାନଙ୍କ ଆତ୍ମସମର୍ପଣ

ଭବାନୀପାଟଣା,୧।୪(ସ୍ବ.ପ୍ର.): ହାର୍ଡକୋର ମାଓବାଦୀ ଲଖମାନ ଆପକା ରବିବାର କଳାହାଣ୍ଡି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏନେଇ ରବିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କଳାହାଣ୍ଡି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଲଖମାନ ଦୀର୍ଘ ୧୩ ବର୍ଷ ଧରି ଛତିଶଗଡ଼ ଏବଂ ଓଡ଼ିଶା ମାଓବାଦୀ ସଂଗଠନରେ ଏରିଆ କମାଣ୍ଡର ଭାବେ କାର୍ଯ୍ୟ କରିଥିଲେ। ଏପରି କି ଲଖମନ କଳାହାଣ୍ଡି ଜିଲା ବଂଶଧାର ଘୁମୁସର ନାଗାବଳୀ ସିପିଆଇ ମାଓବାଦୀ ସଙ୍ଗଠନରେ ମଧ୍ୟ କାମ କରିଥିଲେ। ଇତିମଧ୍ୟରେ ସେ ୫ଟି ବଡ଼ ଘଟଣାର ମାଓବାଦୀ ହିଂସାକାଣ୍ଡରେ ସାମିଲ ଥିଲେ। ସରକାରଙ୍କ ପକ୍ଷରୁ ତାଙ୍କ ନାଁରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ହେଲେ ଲଖମନ ନିଜକୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଖବରଦାତା ସମ୍ବିଳନୀ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ, ସିଆର୍‌ପିଏଫ୍‌ କମାଡେଣ୍ଟ ବିପ୍ଳବ ସରକାର, କଳାହାଣ୍ଡି ଏସ୍‌ପି ଶ୍ରବଣ ବିବେକ ଏମ୍‌ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ…

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ସରକାରଙ୍କ ବଡ଼ ନିଷ୍ପତ୍ତି; ସେପ୍ଟେମ୍ବର ୧୧ରେ ସରକାରୀ ଛୁଟି, କଣ ଖୋଲା କଣ ବନ୍ଦ ଜାଣନ୍ତୁ

ନୂଆଦିଲ୍ଲୀ,୩ା୯: ରାଜଧାନୀ ଦିଲ୍ଲୀରେ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଦିଲ୍ଲୀରେ ହେବାକୁ ଥିବା BRICS ସମ୍ମିଳନୀକୁ ଦୃଷ୍ଟିରେ ରଖି ସୁରକ୍ଷା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri