ସର୍ଚ୍ଚ ଅପରେଶନ ବେଳେ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି,୩ା୬ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଧାମତରୀ ପୋଲିସ ସର୍ଚ୍ଚ ଅପରେଶନ ବେଳେ ଜଣେ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି। ତାଙ୍କ ନାମ ମୁକେଶ ଓରଫ ସୁକଲୁଗାୱାଡେ। ତାଙ୍କ ନାମରେ ୨ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ଖବରରୁ ଜଣାପଡିଛି ଧାମତରୀ ଥାନା ଅନ୍ତର୍ଗତ ଧଡ଼ପଦରିପାନି ଅଞ୍ଚଳରେ ମାଓବାଦୀଙ୍କ କାର୍ଯ୍ୟକଳାପ ସୂଚନା ପାଇ ଯବାନମାନେ ସର୍ଚ୍ଚ ଅପରେଶନ କରୁଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ଧଡ଼ପଦରିପାନି ଜଙ୍ଗଲରେ ବୁଲୁଥିବା ଯବାନମାନେ ଦେଖିବାକୁ ପାଇଥିଲେ। ତେବେ ସେ ପୋଲିସକୁ ଦେଖି ସେଠାରୁ ଖସି ପଳାଇବାକୁ ଉଦ୍ୟମ କରିଥିଲେ। ଯବାନମାନେ ତାଙ୍କୁ କାବୁ କରିନେଇଥିଲେ। ତାଙ୍କୁ ପଚରାଉଚରା କରିବାରୁ ସେ ନିଜ ନାମ ମୁକେଶ ଓରଫ ସୁକଲୁଗାୱାଡେ ବୋଲି କହିଥିଲେ। ସୁକଲୁ ମାଓବାଦୀ କ୍ଷେତ୍ର କମିଟିର ପ୍ଲାଟୁନ ନମ୍ବର ୨୫ର ଡେପୁଟି କମାଣ୍ଡର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଉପଦ୍ରବ: ଅଧାପାଚିଲା ଧାନକାଟିଲେ ଚାଷୀ

ଚମ୍ପୁଆ, ୯ା୬(ଡି.ଏନ.ଏ.)-ହାତୀ ପାଇଁ ରାତି ଉଜାଗର ରହୁଥିବା ଚାଷୀ ଶେଷରେ ଅନ୍ୟ ଉପାୟ ନ ପାଇ ମୁଠା ମୁଠା ଟଙ୍କା ଖର୍ଚ୍ଚ କରିଥିବା ଧାନଚାଷକୁ ଅଧାପାଚିଲା...

ବରଗଡ଼ରେ ଆଉ ୮ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଲା

ବରଗଡ଼ ଅଫିସ,୨୪ା୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଛି।...

ବି.ଡକେବାଡ଼ିରେ ଜ୍ୱର,ଝାଡ଼ାବାନ୍ତି: ୨୦ରୁ ଉର୍ଦ୍ଧ୍ୱ ପରିବାର ଆକ୍ରାନ୍ତ, କୋଭିଡ-୧୯ ପରୀକ୍ଷା କରାଯିବ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ଗତ ୧୦ ଦିନ ହେଲା ୨୦ରୁ ଉର୍ଦ୍ଧ୍ୱ ପରିବାରର ଲୋକଙ୍କୁ ଜ୍ୱର ଲାଗିରହିଛି। ଏବେ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ...

ପୂଜା, ଭସାଣିରେ ନିଶା ସେବନ ମନା

ଭଦ୍ରକ ଅଫିସ,୨୬।୯: ଶାରଦୀୟ ପର୍ବ ପାଳନ ଅବସରରେ ଡିଜେ ବ୍ୟବହାର ନିଷେଧ। ପୂଜା ଅବଧି କିମ୍ବା ଭସାଣି ସମୟରେ କମିଟି ସଦସ୍ୟ ନିଶା ସେବନରୁ ବିରତ...

ପଞ୍ଚାୟତ ନିର୍ବାଚନ ପ୍ରତି ଅନାଗ୍ରହ

ଯାଜପୁର ଅଫିସ,୨୮ା୧: ଯାଜପୁର ଜିଲାର ୨୩୫ ୱାର୍ଡ ସଭ୍ୟ ପଦବୀ ପାଇଁ କେହି ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ଏହାବାଦ୍‌ ୧୫୧୧ ୱାର୍ଡମେମ୍ବର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।...

କଂସା, ପିତ୍ତଳ ସାମଗ୍ରୀ ପାଇଁ କଞ୍ଚାମାଲ ଅଭାବ

ଖଣ୍ଡପଡ଼ା,୧୩ା୧( ଅଜୟ କୁମାର ମହାରଣା): ନୟାଗଡ଼ ଜିଲା କଣ୍ଟିଲୋ ଶ୍ରୀନୀଳମାଧବ ପୀଠ କଂସା ପିତ୍ତଳ ବାସନ ଶିଳ୍ପ ପାଇଁ ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରସିଦ୍ଧି...

ଶିକ୍ଷା ସମୀକ୍ଷା ବୈଠକ: ପ୍ରତି ସ୍କୁଲରେ ନ୍ୟୁଟ୍ରିସନ ଗାର୍ଡେନ ବାଧ୍ୟତାମୂଳକ

ଛତ୍ରପୁର,୨୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଶିକ୍ଷା ସମ୍ବନ୍ଧୀୟ ସମୀକ୍ଷା ବୈଠକ ଶନିବାର ଛତ୍ରପୁରସ୍ଥିତ ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା...

ବରଗଡ଼ ଧନୁଯାତ୍ରା, ଏଥର କଳାକାର ଚୟନ

ବରଗଡ଼ ଅଫିସ,୧୮।୧୦: ବରଗଡ଼ ଧନୁଯାତ୍ରା ପାଇଁ ଏଥର ନୂତନ କଳାକାର ଚୟନ ହେବେ। ଧନୁଯାତ୍ରା ମହୋତ୍ସବ ସମିତି କାର୍ଯ୍ୟକାରୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।...

Advertisement
Archives

Model This Week