ହାର୍ଦ୍ଦିକଙ୍କୁ ମିଳିଗଲା ନୂଆ ଜୀବନସାଥୀ: ଏହି ଅଭିନେତ୍ରୀଙ୍କୁ କଲେ ଫଲୋ

ମୁମ୍ବାଇ,୨୧।୭: ଟି-୨୦ ବିଶ୍ୱକପ ୨୦୨୪ର ବିଜୟ ପରେ ଭାରତୀୟ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟା ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ସ୍ତ୍ରୀ ନତାଶା ଷ୍ଟାନକୋଭିକ ଅଲଗା ହୋଇଛନ୍ତି। ନତାଶାଙ୍କଠାରୁ ଅଲଗା ହେବା ପରେ ପାଣ୍ଡ୍ୟା ବର୍ତ୍ତମାନ ଅନ୍ୟ ଜଣେ ଅଭିନେତ୍ରୀଙ୍କ ନିକଟତର ହୋଇଛନ୍ତି। ନିକଟରେ ରାଧିକା ଏବଂ ଅନନ୍ତ ଅମ୍ବାନୀଙ୍କ ବିବାହରେ ହାର୍ଦ୍ଦିକ ଅନନ୍ୟା ପାଣ୍ଡେଙ୍କ ସହ ନଜର ଆସିଥିଲେ।
ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅନନ୍ୟା ପାଣ୍ଡେ ଇନଷ୍ଟାଗ୍ରାମରେ ପରସ୍ପରକୁ ଫଲୋ କରିଥିଲେ। ଏହି ଖବର ଆସିବା ମାତ୍ରେ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ଏହି ବିବାହରେ ପାଣ୍ଡ୍ୟା ଏବଂ ଅନନ୍ୟା ବହୁତ ଡ୍ୟାନ୍ସ ମଧ୍ୟ କରିଥିଲେ। ଏହାର ଅନେକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରାଯାଇଥିଲା।
ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ନାମ ଅଭିନେତା ଆଦିତ୍ୟ ରୟ କାପୁରଙ୍କ ସହ ଯୋଡି ହୋଇଛି। ଅନନ୍ୟା ଏବଂ ଆଦିତ୍ୟଙ୍କୁ ପୂର୍ବରୁ ଅନେକ ଥର ଏକାଠି ଦେଖିବାକୁ ମିଳିଥିଲା। ଉଭୟେ ଏହି ପ୍ରସଙ୍ଗରେ କୌଣସି ପ୍ରକାରର ପ୍ରତିକ୍ରିୟା ଦେଇ ନ ଥିଲେ। କିନ୍ତୁ ବର୍ତ୍ତମାନ ଅନନ୍ୟାଙ୍କ ନାମ ହାର୍ଦ୍ଦିକଙ୍କ ସହ ଯୋଡି ହୋଇଛି।
୨୦୨୦ରେ ପାଣ୍ଡ୍ୟା ଏବଂ ନତାଶା ବିବାହ କରିଥିଲେ। ଉଭୟେ ୨୦୧୮ରେ ପ୍ରଥମ ଥର ପାଇଁ ସାକ୍ଷାତ ହୋଇଥିଲେ। ଏହା ପରେ ପରସ୍ପରକୁ ଡେଟ କରିବା ଆରମ୍ଭ କଲେ। ୨୦୨୦ରେ ଦୁହେଁ ବିବାହ କରିଥିଲେ। ସେହି ବର୍ଷ ତାଙ୍କ ପୁଅ ଅଗସ୍ତ୍ୟ ଜନ୍ମ ହୋଇଥିଲେ। ବର୍ତ୍ତମାନ ଉଭୟ ଅଲଗା ହୋଇଯାଇଛନ୍ତି। ନତାଶା ପୁଅକୁ ନେଇ ସର୍ବିଆ ଫେରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri