Posted inଖେଳ

୨୧ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ପାଣ୍ଡ୍ୟା-ଜାଡେଜା ଯୋଡି

କାନବେରା,୨।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ କାନବେରା ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରି ୩୦୩ ରନ୍‌ର ଲକ୍ଷ୍ୟ ରଖିଛି। ଏହି ମ୍ୟାଚ୍‌ରେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ରବିନ୍ଦ୍ର ଜାଡେଜା ୬ଷ୍ଠ ଉଇକେଟ ପାଇଁ ୧୫୦ରନ୍‌ର ଭାଗିଦାରୀ କରିଥିଲେ। ଏହି ସମୟରେ ଏହି ଯୋଡି ଏକ ବଡ ରେକର୍ଡ ମଧ୍ୟ ହାସଲ କରିଥିଲେ। ପାଣ୍ଡ୍ୟା ଏବଂ ଜାଡେଜା ଯୋଜି ଅଷ୍ଟ୍ରେଲିଆ ବିପକ୍ଷରେ ୬ଷ୍ଠ ଉଇକେଟ୍‌ ପାଇଁ ସବୁଠୁ ବଡ ଭାଗିଦାରୀ କରିଥିଲେ। ଏହାପୂର୍ବରୁ ୧୯୯୯ରେ ସଦାଗୋପନ ରମେଶ ଏବଂ ରବିନ ସିଂ ଅଷ୍ଟ୍ରେଲିଆ ବିପକ୍ଷରେ ୧୨୩ ରନ୍‌ର ଭାଗିଦାରୀ କରିଥିଲେ। ଏହାଛଡା ପାଣ୍ଡା ଏବଂ ଜାଡେଜା ଯୋଡି ୬ଷ୍ଠ ଉଇକେଟ୍‌ ପାଇଁ ତୃତୀୟ ସର୍ବାଧିକ ଭାଗିଦାରୀ ରେକର୍ଡ ମଧ୍ୟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri