ବଡ଼ ରେକର୍ଡ କଲେ ପାଣ୍ଡ୍ୟା

ମୁମ୍ବାଇ,୧୨।୪: ଆଇପିଏଲ୍‌ ୨୦୨୨ରେ ପ୍ରତିଦିନ ରୋମାଞ୍ଚକର ମ୍ୟାଚ ଦେଖିବାକୁ ମିଳୁଛି। ଚଳି ଆଇପିଏଲ୍‌ର ୨୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ୮ ଉଇକେଟ୍‌ରେ ଗୁଜରାଟ ଟାଇଟାନ୍ସକୁ ଦଳକୁ ପରାସ୍ତ କରିଛି। ଏହି ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ବଡ଼ ରେକର୍ଡ କରିଛନ୍ତି।
ହାର୍ଦ୍ଦିକ ପାଣ୍ଡ୍ୟା ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୪୨ଟି ବଲରେ ୫୦ ରନ ସଂଗ୍ରହ କରିଥିଲେ। ଏଥିରେ ୪ଟି ଚୌକା ଓ ଗୋଟିଏ ଛକା ଥିଲା। ୧୦୦ଟି ଛକା ମାରିବାରେ ହାର୍ଦ୍ଦିକ ପାଣ୍ଡ୍ୟା ଦ୍ରୁତତମ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ୯୬ତମ ଆଇପିଏଲ ମ୍ୟାଚର ୮୯ତମ ଇନିଂସରେ ହାର୍ଦ୍ଦିକ ପାଣ୍ଡ୍ୟା ଛକା ଶତକ ପୂରଣ କରିଥିଲେ। ସେ ଆଇପିଏଲରେ ୧୦୦ କିମ୍ବା ଅଧିକ ଛକା ମାରିବାରେ ୨୬ତମ ଖେଳାଳି ହୋଇଥିଲେ। କିନ୍ତୁ ସବୁଠୁ କମ୍‌ ବଲରେ ୧୦୦ଟି ଛକା ମାରି ଭାରତର ପ୍ରଥମ ଖେଳାଳି ହୋଇଥିଲେ। ସେ ମାତ୍ର ୧୦୪୬ ବଲରେ ଏହି କୀର୍ତ୍ତିମାନ କରିଛନ୍ତି।
ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟି -୨୦ ବିଶ୍ୱକପ ୨୦୨୧ ପରଠାରୁ ଭାରତୀୟ ଦଳରୁ ବାଦ୍‌ ପଡିଚନ୍ତି। ଏଭଳି ପରିସ୍ଥିତିରେ ସେ ଆଇପିଏଲରେ ଭଲ ପ୍ରଦର୍ଶନ କରି ଟିମ ଇଣ୍ଡିଆକୁ ଫେରିବାକୁ ଚାହୁଁଛନ୍ତି। ସେ ଆଇପିଏଲ ୨୦୨୨ର ଚାରୋଟି ମ୍ୟାଚ ରେ ୧୪୧ ରନ ସଂଗ୍ରହ କରିଥିଲେ ଏବଂ ୩ଟି ଉଇକେଟ ମଧ୍ୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?