Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ ହାର୍ଦ୍ଦିକଙ୍କୁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ କରାଯାଇଥିଲା। ସେତେବେଳେ ତାଙ୍କୁ ୫ ଥର ଦଳକୁ ଚାମ୍ପିୟନ କରାଇଥିବା ରୋହିତ ଶର୍ମାଙ୍କ ସ୍ଥାନରେ ଅଧିନାୟକ ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ ହାର୍ଦ୍ଦିକଙ୍କ ନେତୃତ୍ୱରେ MIର ପ୍ରଦର୍ଶନ ନିରାଶାଜନକ ରହିଥିଲା। ଏଭଳି ସ୍ଥିତିରେ ଏବେ ତାଙ୍କ ଭବିଷ୍ୟତକୁ ନେଇ ଅନେକ ପ୍ରକାରର ଅଟକଳ ଲଗାଯାଉଛି।

ପୂର୍ବରୁ ଦାବି କରାଯାଉଥିଲା ଯେ, ହାର୍ଦ୍ଦିକ MI ଛାଡ଼ି ଚେନ୍ନାଇ ସୁପର କିଙ୍ଗ୍ସ (CSK)ରେ ସାମିଲ ହୋଇପାରନ୍ତି। କିନ୍ତୁ ଏବେ ସାମ୍ନାକୁ ଆସିଥିବା ଏକ ନୂଆ ରିପୋର୍ଟ ଅନୁସାରେ, ହାର୍ଦ୍ଦିକ IPL ୨୦୨୭ ପୂର୍ବରୁ କୋଲକାତା ନାଇଟ ରାଇଡର୍ସ (KKRରେ ସାମିଲ ହୋଇପାରନ୍ତି। କେବଳ ସେତିକି ନୁହେଁ, ତାଙ୍କୁ ଦଳର ଅଧିନାୟକ ଦାୟିତ୍ୱ ମଧ୍ୟ ଦିଆଯାଇପାରେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri