Posted inଖେଳ

ରୋହିତ ନୁହେଁ, ହାର୍ଦ୍ଦିକ ହୋଇପାରନ୍ତି ଅଧିନାୟକ !

ମୁମ୍ବାଇ,୧୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ ଶେଷ ହେବା ପରେ ଭାରତୀୟ ଟିମ୍‌ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ଏହି ସିରିଜ ଲାଗି ଖୁବ୍‌ଶୀଘ୍ର ଟିମ୍‌ ଇଣ୍ଡିଆର ଘୋଷଣା ହୋଇପାରେ। ତେବେ ସିରିଜରେ ଅନେକ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯିବାର ସମ୍ଭାବନା ଅଛି। ସେମାନଙ୍କ ମଧ୍ୟରେ ଅଧିନାୟକ ରୋହିତ ଶର୍ମା, ଉପଅଧିନାୟକ କେ.ଏଲ ରାହୁଲ, ବିରାଟ କୋହଲି, ଜସପ୍ରିତ ବୁମ୍‌ରା ପ୍ରମୁଖ ରହିଛନ୍ତି। ଯଦି ଏପରି ହୁଏ ତେବେ ଦଳର ନେତୃତ୍ୱ କିଏ ନେବେ ସେ ନେଇ ଆଲୋଚନା ବଢ଼ିବାରେ ଲାଗିଛି।

ଏକ ରିପୋର୍ଟ ଅନୁଯାୟୀ ଶିଖର ଧାଓ୍ବନ ନଚେତ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଧ୍ୟରୁ ଜଣେ ଭାରତୀୟ ଦଳର ଅଧିନାୟକ ହୋଇପାରନ୍ତି। ଧାଓ୍ବନ ପ୍ରଥମରୁ ଜାତୀୟ ଦଳର ନେତୃତ୍ୱ ନେଇଥିବା ବେଳେ ହାର୍ଦ୍ଦିକ ଚଳିତ ଆଇପିଏଲ୍‌ରେ ଅଧିନାୟକ ଭାବେ ସମସ୍ତଙ୍କୁ ପ୍ରଭାବିତ କରିବାରେ ସଫଳ ହୋଇଛନ୍ତି। ଏଣୁ ଉଭୟଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିପାରେ। ଆଗାମୀ ଦିନରେ ଚିତ୍ର ସ୍ପଷ୍ଟ ହୋଇଯିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବ୍ୟକ୍ତିତ୍ୱ ହିସାବରେ ସ୍ବାମୀ ସୋଏବ ମଲିକଙ୍କୁ ମନେ ପକାଇ ଦିଅନ୍ତି ଧୋନୀ: ସାନିଆ

ହାଇଦ୍ରାବାଦ,୨୩।୮: ଭାରତୀୟ ଟେନିସ ତାରକା ସାନିଆ ମିର୍ଜା ମହେନ୍ଦ୍ର ସିଂ ଧୋନୀଙ୍କ ସନ୍ୟାସକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ ଧୋନୀଙ୍କ ବ୍ୟକ୍ତିତ୍ୱ ତାଙ୍କ ସ୍ବାମୀ ତଥା...

ଷ୍ଟୁଆର୍ଟ ବ୍ରଡ ହଠାତ କ୍ରିକେଟରୁ ଅବସର ଘୋଷଣା କଲେ…

ଲଣ୍ଡନ,୩୦।୭ : ଟିମ୍‌ ଇଂଲଣ୍ଡର ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ ହଠାତ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ତାଙ୍କର ଏଭଳି ନିଷ୍ପତ୍ତି ନେଇ ପ୍ରଶଂସକମାନେ ଦୁଃଖିତ...

ପୁରୁଷ ହକି ବିଶ୍ବକପ: ଭାରତ-ଇଂଲଣ୍ଡ ମ୍ୟାଚ୍‌ ଡ୍ର

ରାଉରକେଲା,୧୫।୧: ହକି ପୁରୁଷ ବିଶ୍ୱକପ୍‌ ୨୦୨୩ରେ ରବିବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଏକ ମ୍ୟାଚ୍‌ ଡ୍ର ହୋଇଛି। ଏହି ମ୍ୟାଚ୍‌ରେ ଉଭୟ ଦଳ...

ଅମ୍ପାୟର ଭୁଲ କରିବାରୁ ଏମିତି କଲେ ପୋଲାର୍ଡ

ଜାମାଇକା,୧।୯: ଚଳିତ କାରିବିଆନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ରେ ମଙ୍ଗବଳାର ଖେଳାଯାଇଥିବା ଏକ ଲିଗ୍‌ ମ୍ୟାଚ୍‌ରେ ଅମ୍ପାୟରଙ୍କ ଭୁଲ ନିଷ୍ପତ୍ତିକୁ ଭିନ୍ନ ଶୈଳୀରେ ବିରୋଧ ପ୍ରଦର୍ଶନ କରିଛନ୍ତି...

ପଦକ ଧରି ଫେରିଲେ ଡିସ୍‌କସ୍‌ କୁଇନ୍‌ ପାର୍ବତୀ

କଟକ ଅଫିସ,୮ା୮- ଇଟାଲୀର ଟୋରିନୋ ସହରରେ ଶେଷ ହୋଇଥିବା ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ଭାରତ ପାଇଁ ଡବଲ ପଦକ ବିଜୟୀ ହୋଇ ଫେରିଛନ୍ତି ଅନ୍ତର୍ଜାତୀୟ ଆଥଲେଟ...

ହିରୋରୁ ଜିରୋ: ସଫଳତା ପାଇବା ପରେ ଏହି ଖେଳାଳି ହୋଇଛନ୍ତି ଭିଲିଆନ୍‌

ନୂଆଦିଲ୍ଲୀ,୨୩।୫: ୨୦୦୮ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଦେଶରେ କୁସ୍ତି ପାଇଁ ସୁଶୀଲ କୁମାର ଏକ ନୂତନ ଦିଗ ଦେଇଥିଲେ। ସେ ପୁଣି ୨୦୧୨ ଅଲିମ୍ପିକ୍ସରେ...

ଫିଫା ମହିଳା ବିଶ୍ୱକପ୍‌:ଫ୍ରାନ୍ସ ବିଜୟ ଅଭିଯାନ

ପ୍ୟାରିସ, ୮ା୬- ଫିଫା ମହିଳା ବିଶ୍ୱକପ୍‌ ଆରମ୍ଭ ହୋଇଯାଇଛି। ଆୟୋଜକ ଫ୍ରାନ୍ସ ସମ୍ପୂର୍ଣ୍ଣ ଷ୍ଟାଇଲରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚ୍‌ରେ ଆୟୋଜକ...

ଆଉ ଏକ ବିଳାସପୂର୍ଣ୍ଣ କାର କିଣିଲେ ସଚିନ

ନୂଆଦିଲ୍ଲୀ,୨।୬: କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ୪.୨୨ କୋଟି ଟଙ୍କାର ଏକ ବିଳାସପୂର୍ଣ୍ଣ ଲାମ୍ବୋର୍ଗିନି ଉରୁସ ଏସ୍‌ ସ୍ପୋର୍ଟସ ଏସ୍‌ୟୁଭି କାର୍‌ କିଣିଛନ୍ତି। ରୋହିତ ଶର୍ମାଙ୍କ...

Advertisement
Archives

Model This Week