Posted inଖେଳ

୨୦୦ ଉଇକେଟ କ୍ଲବରେ ହାର୍ଦ୍ଦିକ

ଦୁବାଇ,୨୩ା୨: ଭାରତୀୟ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ରବିବାର ଅନ୍ତର୍ଜାତୀୟ କ୍ୟାରିୟରରେ ଏକ ଉଲ୍ଲେଖନୀୟ ମାଇଲଖୁଣ୍ଟ ଛୁଇଁଛନ୍ତି। ପାକିସ୍ତାନ ବିପକ୍ଷ ଚାମ୍ପିୟନ୍ସ ଟ୍ରଫି ମ୍ୟାଚ୍‌ରେ ସେ ୨ ଉଇକେଟ ନେବା ସହ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ୨୦୦ ଉଇକେଟ ପୂରଣ କରିଛନ୍ତି।

ବିସ୍ଫୋରକ ବ୍ୟାଟିଂ ଓ ପ୍ରଭାବୀ ପେସ୍‌ ବୋଲିଂ ପାଇଁ ପରିଚିତ ହାର୍ଦ୍ଦିକ ପାକିସ୍ତାନର ଦୁଇ ମୁଖ୍ୟ ବ୍ୟାଟର ବାବର ଆଜମ ଓ ସୌଦ ଶକିଲଙ୍କୁ ପାଭିଲିୟନ ପଠାଇଥିଲେ। କ୍ୟାରିୟରରେ ଏପର୍ଯ୍ୟନ୍ତ ୨୧୬ ମ୍ୟାଚ୍‌ ଖେଳିଥିବା ହାର୍ଦ୍ଦିକ ୩୦.୭୬ ଆଭରେଜ୍‌ରେ ୨୦୦ ଉଇକେଟ ନେଇଛନ୍ତି।

ଭାରତୀୟ କ୍ରିକେଟ ଇତିହାସରେ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ବର୍ତ୍ତମାନ ହାର୍ଦ୍ଦିକ ୨୪ତମ ସ୍ଥାନରେ ରହିଛନ୍ତି। ସେ ୧୧ ଟେଷ୍ଟରେ ୩୧.୦୫ ଆଭରେଜ୍‌ରେ ୧୭ ଉଇକେଟ ନେଇଥିବା ବେଳେ ୯୧ ଦିନିକିଆ ମ୍ୟାଚ୍‌ରେ ୩୫.୨୬ ଆଭରେଜ୍‌ରେ ୮୯ ଉଇକେଟ ନେଇଛନ୍ତି। ଟି୨୦ରେ ୧୧୪ ମ୍ୟାଚ୍‌ ଖେଳି ସେ ୨୬.୪୩ ଆଭରେଜ୍‌ରେ ୯୪ ଉଇକେଟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri