Posted inଖେଳ

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପଞ୍ଚମ ଟି-୨୦ ମ୍ୟାଚରେ ହାର୍ଦ୍ଦିକ ୬୩ ରନର ଏକ ଝଡ଼ମୟ ଇନିଂସ ଖେଳିଥିଲେ। ସେ ୧୬ ବଲ୍ରେ ତାଙ୍କର ଅର୍ଦ୍ଧଶତକ ପୂରଣ କରିଥିଲେ। ଟି-୨୦ କ୍ରିକେଟରେ ଏହା ଜଣେ ଭାରତୀୟଙ୍କ ଦ୍ୱାରା ଦ୍ୱିତୀୟ ଦ୍ରୁତତମ ଅର୍ଦ୍ଧଶତକ ଥିଲା। ଏହି ଅର୍ଦ୍ଧଶତକ ପରେ, ସେ ଦର୍ଶକଙ୍କ ମଧ୍ୟରେ ବସିଥିବା ତାଙ୍କ ପ୍ରେମିକା ମାହିକା ଶର୍ମାଙ୍କୁ ଏକ ଫ୍ଲାଇଂ କିସ ପଠାଇ ତାଙ୍କ ପ୍ରେମ ପ୍ରକାଶ କରିଥିଲେ।

ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ୬୩ ରନର ଇନିଂସରେ ପାଞ୍ଚଟି ଚୌକା ଏବଂ ପାଞ୍ଚଟି ଛକା ମାରିଥିଲେ। ତାଙ୍କର ଅର୍ଦ୍ଧଶତକ ପୂରଣ କରିବା ପରେ, ହାର୍ଦ୍ଦିକଙ୍କ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି, ଯେଉଁଥିରେ ସେ ମାହିକା ଶର୍ମାଙ୍କୁ ଫ୍ଲାଇଂ କିସ ଦେଉଥିବାର ଦେଖାଯାଉଛି। ଏହି ଫଟୋ ଏବଂ ଭିଡିଓଗୁଡ଼ିକ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏହାର ଜବାବରେ, ତାଙ୍କ ପ୍ରେମିକା ମାହିକା ଶର୍ମା ମଧ୍ୟ ହାର୍ଦ୍ଦିକଙ୍କୁ ଏକ ଫ୍ଲାଇଂ କିସ ପଠାଇ ପରିବେଶର ଆନନ୍ଦକୁ ଆହୁରି ବୃଦ୍ଧି କରିଛନ୍ତି।

ଏହା ଟି-୨୦ କ୍ରିକେଯରେ ହାର୍ଦ୍ଦିକଙ୍କ ଦ୍ରୁତତମ ଅର୍ଦ୍ଧଶତକ ମଧ୍ୟ। ସେ ପୂର୍ବରୁ IPL ୨୦୧୯ ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳୁଥିବା ସମୟରେ କୋଲକାତା ନାଇଟ ରାଇଡର୍ସ (KKR) ବିପକ୍ଷରେ ୧୭ବଲ ରେ ଅର୍ଦ୍ଧଶତକ ହାସଲ କରିଥିଲେ। ବର୍ତ୍ତମାନ ସେ ଦକ୍ଷିଣ ଆଫ୍ରିକା ବିପକ୍ଷ ପଞ୍ଚମ T20I ରେ ୧୬ବଲ ରେ ଅର୍ଦ୍ଧଶତକ ହାସଲ କରି ନିଜର ବ୍ୟକ୍ତିଗତ ରେକର୍ଡକୁ ଉନ୍ନତ କରିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?