Posted inଖେଳ

୬ ହଜାର ବର୍ଗ ଫୁଟ ଅଞ୍ଚଳରେ ନିର୍ମାଣ ହୋଇଛି ହାର୍ଦ୍ଦିକଙ୍କ ପେଣ୍ଟହାଉସ୍‌: ଭିତରୁ ଦେଖିବାକୁ…

ଭାରତୀୟ କ୍ରିକେଟ ଟିମ୍‌ର ଅନ୍ୟତମ ଶ୍ରେଷ୍ଠ ଖେଳାଳି ହେଉଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ଜାତୀୟ ତଥା ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସେ ନିଜର ଦମଦାର ପ୍ରଦର୍ଶନ ଜରିଆରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ନିଜ ବ୍ୟାଟିଂରେ ବୋଲର୍‌ଙ୍କ ନିଦ ହଜାଉଥିବା ହାର୍ଦ୍ଦିକ ଗୁଜରାଟର ବଦୋଦରା ଅଞ୍ଚଳରେ ଜନ୍ମଗ୍ରହଣ କରିଥିଲେ। ଗରିବ ପରିବାରରେ ଜନ୍ମ ହେତୁ ତାଙ୍କୁ ବହୁତ କଷ୍ଟ କରିବାକୁ ପଡ଼ିଥିଲା। ହେଲେ ଏବେ ସମୟ ବଦଳିଛି। ପୋଷାକଠାରୁ ଆରମ୍ଭ କରି ଜୋତା, ହିରାର ଗହଣା ଏବଂ ଘର ଆଦିକୁ ନେଇ ସେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି।

ହାର୍ଦ୍ଦିକ ବଦୋଦରାରେ ନିଜ ପରିବାର ସହ ରୁହନ୍ତି। ସେଠାରେ ଥିବା ପେଣ୍ଟହାଉସ୍‌ ୬ହଜାର ସ୍କୋୟାର ଫୁଟ୍‌ ଅଞ୍ଚଳରେ ପରିବ୍ୟାପ୍ତ।

ହାର୍ଦ୍ଦିକଙ୍କ ଘର ଏତେ ବଡ଼ ଯେ ସେ ଭାଇ କ୍ରୁଣାଳଙ୍କ ସହ କ୍ରିକେଟ ଖେଳୁଥିବା ଦେଖିବାକୁ ମିଳେ।

ତାଙ୍କ ଘରକୁ ଅନୁରାଧା ଅଗ୍ରଓ୍ବାଲ ଡିଜାଇନ୍‌ କରିଛନ୍ତି। ସେ ଅଲିଭ କ୍ରିଏଶନର କ୍ରିଏଟିଭ ଡାଇରେକ୍ଟର।

ଘର ଭିତରେ ଜିମ୍‌ ରହିଛି। ଏହାଛଡ଼ା ଥିଏଟର ମଧ୍ୟ ରହିଛି। ଅନେକ ସମୟରେ ହାର୍ଦ୍ଦିକ ରୋଷେଇ କରୁଥିବା ବେଳେ ଫଟୋ ଶେୟାର କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri