Posted inଖେଳ

ପରାଜୟ ପରେ ଟିମ୍‌ ଇଣ୍ଡିଆକୁ ଲାଗିଲା ଶକ୍ତ ଧକ୍କା

ଦୁବାଇ,୨୫।୧୦: ଟି୨୦ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନଠାରୁ ଲଜ୍ଜାଜନକ ପରାଜୟ ବରଣ କରିଥିବା ଭାରତୀୟ ଦଳକୁ ଆଉ ଏକ ଶକ୍ତ ଧକ୍କା ଲାଗିଛି। ଚଳିତ ବିଶ୍ୱକପ୍‌ରେ କେବଳ ବ୍ୟାଟ୍ସମ୍ୟାନ ଭାବେ ଖେଳୁଥିବା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି। ପାକିସ୍ତାନ ବିପକ୍ଷରେ ବ୍ୟାଟିଂ କରୁଥିବା ବେଳେ ତାଙ୍କ କାନ୍ଧରେ ଆଘାତ ଲାଗିଛି। ଏଣୁ ସେ ବୋଲିଂ ବେଳେ ମଧ୍ୟ ପଡ଼ିଆକୁ ଓହ୍ଲାଇ ନ ଥିଲେ। ତାଙ୍କ ବଦଳରେ ଫିଲ୍ଡିଂ କରିଥିଲେ ଇଶାନ କିଷନ।

ତେବେ ହାର୍ଦ୍ଦିକଙ୍କ ଆହତ ସମସ୍ୟାର ଗମ୍ଭୀରତା ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ। ତାଙ୍କୁ ସ୍କାନିଂ ପାଇଁ ପଠାଯାଇଥିବା ବିସିସିଆଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋଭିଡ୍‌-୧୯ : ଭାରତ ପାଇଁ ପାଣ୍ଠି ଯୋଗାଡ଼ କରିବେ ଅଷ୍ଟ୍ରେଲୀୟ କ୍ରିକେଟର

ସିଡ୍‌ନୀ,୩।୬(ପି.ଟି.): କୋଭିଡ୍‌- ୧୯ ମହାମାରୀ ବିରୋଧରେ ଲଢେଇ ଜାରି ରହିଥିବା ବେଳେ ପ୍ୟାଟ୍‌ କୁମିନ୍ସଙ୍କ ସମେତ କେତେଜଣ ଅଷ୍ଟ୍ରେଲୀୟ କ୍ରିକେଟର ପାଣ୍ଠି ଯୋଗାଡ଼ କରିବାକୁ ପ୍ରୟାସ...

ପରିବାରର ବିରୋଧ ସତ୍ତ୍ୱେ ବିକିନି ପିନ୍ଧିଥିଲେ ଏହି ମହିଳା ଆଥଲେଟ୍‌: ହରଭଜନଙ୍କୁ କାନ୍ଧରେ ଉଠାଇ ଦେଖାଇଥିଲେ ଦମ୍‌

ନୂଆଦିଲ୍ଲୀ,୧୬।୯: ଏମ୍‌ଟିବି ରୋଡିଜ୍‌ ରାଇଜିଂ-୧୪ ଜିତି ଚର୍ଚ୍ଚାକୁ ଆସିଥିଲେ ହରିୟାଣାର ଶ୍ୱେତା ମେହତା। ଉକ୍ତ ଶୋ’ରେ ଖ୍ୟାତନାମା କ୍ରିକେଟର ହରଭଜନ ସିଂହଙ୍କୁ କାନ୍ଧରେ ଉଠାଇ ନେଇଥିଲେ...

ଆଇସିସି ବୈଠକ: ଟି୨୦ ବିଶ୍ୱକପ ସମ୍ପର୍କରେ ନିଷ୍ପତ୍ତି ସ୍ଥଗିତ

ନୂଆଦିଲ୍ଲୀ, ୧୧।୬(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି)ର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ତେବେ ଏହି ବୈଠକରେ ଟି୨୦ ବିଶ୍ୱକପ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ହୋଇ...

ଅଷ୍ଟ୍ରେଲିଆର ଲଜ୍ଜାଜନକ ପରାଜୟ ପରେ ‘ସ୍ତବ୍ଧ’ ଏହି ପ୍ରସିଦ୍ଧ କ୍ରିକେଟର୍‌

ବ୍ରିସବେନ୍‌,୨୦।୧: ବ୍ରିସ୍‌ବେନ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଭାରତ ବର୍ଡର-ଗାଭାସ୍କର ଟ୍ରଫି ବିଜୟୀ ହୋଇଛି। ଏଥିରେ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ସ୍ତବ୍ଧ ହୋଇଯାଇଛନ୍ତି। ଭାରତୀୟ...

ଅନୁଷ୍କାଙ୍କୁ ପଡିଆରୁ ଇସାରାରେ ଏମିତି କହିଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଖୁବଶୀଘ୍ର ପିତା ହେବାକୁ ଯାଉଛନ୍ତି। ସ୍ତ୍ରୀ ଅନୁଷ୍କା ଶର୍ମା ଆସନ୍ତା ବର୍ଷ ଜାନୁଆରୀରେ ନିଜ ପ୍ରଥମ ସନ୍ତାନଙ୍କୁ...

ଦ୍ୱିତୀୟ ଟି୨୦: ଓ୍ବେଷ୍ଟଇଣ୍ଡିଜ ୮ ଉଇକେଟରେ ବିଜୟୀ

ଥିରୁଭାନନ୍ତପୁରମ,୯।୧୨(ପି.ଟି.)- ବୋଲର ଓ ଓପନର ଲେଣ୍ଡେଲ ସିମନ୍ସଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ଓ୍ବେଷ୍ଟଇଣ୍ଡିଜ ରବିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତକୁ ୯ ଟି ବଲ...

ବିଶ୍ୱର ପ୍ରଥମ ପୁରୁଷ ଆଖ୍ୟାଠୁ ହାତେ ଦୂରରେ

ମେଲବୋର୍ନ,୨୮।୧: ସ୍ପାନିଶ କିମ୍ବଦନ୍ତୀ ଟେନିସ ଖେଳାଳି ରାଫେଲ ନାଡାଲ ଇତିହାସ ରଚିବାଠାରୁ ହାତେ ଦୂରରେ ଅଛନ୍ତି। ତାଙ୍କ ପାଖରେ ବିଶ୍ୱର ପ୍ରଥମ ପୁରୁଷ ଭାବେ ୨୧ତମ...

ଆଇପିଏଲ ଖେଳାଳି ନିଲାମରେ ଓଡ଼ିଶାର ୬

ଭୁବନେଶ୍ୱର, ୨୩।୧(କ୍ରୀଡ଼ା ପ୍ରତିନିଧି)- କରୋନା କଟକଣା ମଧ୍ୟରେ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ୧୩ତମ ସଂସ୍କରଣର ସ୍ମୃତି ମନରେ ତାଜା...

Advertisement
Archives

Model This Week