Posted inଖେଳ

ପରାଜୟ ପରେ ଟିମ୍‌ ଇଣ୍ଡିଆକୁ ଲାଗିଲା ଶକ୍ତ ଧକ୍କା

ଦୁବାଇ,୨୫।୧୦: ଟି୨୦ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନଠାରୁ ଲଜ୍ଜାଜନକ ପରାଜୟ ବରଣ କରିଥିବା ଭାରତୀୟ ଦଳକୁ ଆଉ ଏକ ଶକ୍ତ ଧକ୍କା ଲାଗିଛି। ଚଳିତ ବିଶ୍ୱକପ୍‌ରେ କେବଳ ବ୍ୟାଟ୍ସମ୍ୟାନ ଭାବେ ଖେଳୁଥିବା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି। ପାକିସ୍ତାନ ବିପକ୍ଷରେ ବ୍ୟାଟିଂ କରୁଥିବା ବେଳେ ତାଙ୍କ କାନ୍ଧରେ ଆଘାତ ଲାଗିଛି। ଏଣୁ ସେ ବୋଲିଂ ବେଳେ ମଧ୍ୟ ପଡ଼ିଆକୁ ଓହ୍ଲାଇ ନ ଥିଲେ। ତାଙ୍କ ବଦଳରେ ଫିଲ୍ଡିଂ କରିଥିଲେ ଇଶାନ କିଷନ।

ତେବେ ହାର୍ଦ୍ଦିକଙ୍କ ଆହତ ସମସ୍ୟାର ଗମ୍ଭୀରତା ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ। ତାଙ୍କୁ ସ୍କାନିଂ ପାଇଁ ପଠାଯାଇଥିବା ବିସିସିଆଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆବୁଧାବି ଗ୍ରାଁ ପ୍ରି: ହାମିଲଟନ ଚାମ୍ପିୟନ

ଆବୁଧାବି, ୨।୧୨ (ଏଏଫିପି)- ମର୍ସିଡିଜ ଡ୍ରାଇଭର ବ୍ରିଟେନର ଲୁଇସ୍‌ ହାମିଲଟନ ଏଠାରେ ଅନୁଷ୍ଠିତ ଆବୁଧାବି ଗ୍ରାଁ ପ୍ରି ଫର୍ମୁଲା-୧ ରେସ୍‌ରେ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ...

‘ଶୂନ’ରେ ଆଉଟ୍‌ ହେବା ପରେ ଏମିତି କାମ କରି ଟ୍ରୋଲ୍‌ ହେଲେ ରସେଲ

ମୁମ୍ବାଇ,୨୯।୪: ଆଇପିଏଲ ୨୦୨୨ର ୪୧ ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଖେଳାଯାଇଥିବା କୋଲକାତା ନାଇଟ ରାଇଡର୍ସ (କେକେଆର୍‌)କୁ ୪ ଉଇକେଟରେ ପରାସ୍ତ କରିଛି। କୋଲକାତା ନାଇଟ...

ଇତିହାସ ରଚିଲେ ମିତାଲି

ଖ୍ରୀଷ୍ଟଚର୍ଚ୍ଚ,୨୭।୩: ଆଇସିସି ମହିଳା ବିଶ୍ୱକପରେ ଭାରତ ଦକ୍ଷିଣ ଆଫ୍ରିକାଠାରୁ ପରାସ୍ତ ହୋଇ ବିଶ୍ୱକପ୍‌ ସେମିଫାଇନାଲ୍‌ରୁ ବାଦ୍‌ ପଡିଛି। ଶେଷ ଲିଗ୍‌ ମ୍ୟାଚରେ ଟିମ ଇଣ୍ଡିଆର ଅଧିନାୟକ...

ଓ୍ବେଷ୍ଟଇଣ୍ଡିଜ୍‌ର ବିପଜ୍ଜନକ ଖେଳ ନେଇ ଫିଞ୍ଚ୍‌ ଚିନ୍ତିତ

ନଟିଂହାମ, ୬।୬ (ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ରେ ଗୁରୁବାର ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌...

ମୁମ୍ବାଇର ଦ୍ୱିତୀୟ ବିଜୟ

ଆବୁଧାବି, ୨।୧୦:ଅଧିନାୟକ ରୋହିତ ଶର୍ମା, କିରନ ପୋଲାର୍ଡ ଓ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ ପରେ ବୋଲରଙ୍କ ସଫଳତା ବଳରେ ମୁମ୍ବାଇ ଇଣ୍ଡିଆନ୍ସ ଇଣ୍ଡିଆନ ପ୍ରିମିୟର...

ମନଜିତ୍‌ଙ୍କୁ ବ୍ରୋଞ୍ଜ ପଦକ

ବିଶକେକ୍‌ (କିରଗିଜସ୍ତାନ), ୨।୬: ଭାରତର ମନଜିତ୍‌ ଏଠାରେ ଚାଲିଥିବା ୟୁଡବ୍ଲ୍ୟୁଡବ୍ଲ୍ୟୁ ର଼୍ୟାଙ୍କିଙ୍ଗ ସିରିଜ ରେସ୍‌ଲିଂ ଇଭେଣ୍ଟର ଗ୍ରୀକୋ ରୋମାନ ୫୫କେଜି କାଟେଗୋରୀରେ ଏକ ବ୍ରୋଞ୍ଜ ପଦକ...

ଦୃଢ଼ ସ୍ଥିତିରେ ଭାରତ

ମୋହାଲି,୫।୩: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନର ଖେଳ ସମାପ୍ତ ହୋଇଛି। ଭାରତୀୟ ଦଳ ଶନିବାର ୮ ଉଇକେଟ ହରାଇ ୫୭୪ ରନ୍‌ କରି...

ମାତ୍ର ୫୨ ବଲ୍‌ରେ ଧୂଆଁଧାର ଶତକ ହାସଲ କରି ଇତିହାସ ରଚିଲେ ଏହି ୨୦ ବର୍ଷୀୟ କ୍ରିକେଟର୍‌

ମୁମ୍ବାଇ,୨୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)ର ଯୁବ ବ୍ୟାଟ୍ସମ୍ୟାନ ଦେବଦତ୍ତ ପଡିକାଲ୍‌ ଆଇପିଏଲ ୨୦୨୧ରେ ପ୍ରଥମ ଶତକ ହାସଲ କରିଛନ୍ତି। ୨୦ ବର୍ଷୀୟ ପଡିକାଲ୍‌ ୫୧ଟି ବଲରେ...

Advertisement
Archives

Model This Week