Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଆଇପିଏଲ୍‌ ପୂର୍ବରୁ…

ନୂଆଦିଲ୍ଲୀ,୯।୧୨: ଟି୨୦ ବିଶ୍ୱକପ୍‌ ୨୦୨୪ ପୂର୍ବରୁ ଭାରତୀୟ ଟିମ୍‌ ଲାଗି ଖୁସି ଖବର। ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି। ଦିନିକିଆ ବିଶ୍ୱକପ୍‌ ସମୟରେ ହାର୍ଦ୍ଦିକ ଆହତ ହୋଇଥିଲେ। ଏହା ଗୁରୁତର ଥିବାରୁ ସେ ଟି୨୦ ବିଶ୍ୱକପ୍‌ରେ ହିଁ ଦଳ ସହ ଯୋଡ଼ି ହେବେ ବୋଲି କୁହାଯାଉଥିଲା। ହେଲେ ଏବେ ବିସିସିଆଇ ସେକ୍ରେଟାରୀ ଜୟ ଶାହା କହିଛନ୍ତି ଯେ ସେ ଆଘାତ ସମସ୍ୟାରୁ ଶୀଘ୍ର ଆରୋଗ୍ୟ ହେଉଛନ୍ତି। ସେ ଆଇପିଏଲ ପୂର୍ବରୁ ଦଳ ସହ ଯୋଡ଼ି ହୋଇପାରନ୍ତି।

ଜୟ ଶାହା କହିଛନ୍ତି, ପାଣ୍ଡ୍ୟା ଆଫଗାନିସ୍ତାନ ଏବଂ ଭାରତ ମଧ୍ୟରେ ହେବାକୁ ଥିବା ଟି୨୦ ସିରିଜରେ ପ୍ରତ୍ୟାବର୍ତ୍ତନ କରିପାରନ୍ତି। ଜାନୁୟାରୀରେ ଏହି ସିରିଜର ଆୟୋଜନ କରାଯିବାକୁ ଥିବା ବେଳେ ବିଶ୍ୱକପ୍‌ ପୂର୍ବରୁ ଏହା ଭାରତର ଅନ୍ତିମ ସିରିଜ ହୋଇପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ…

ଖୁସି ଖବର, ବନ୍ଦ ହେବ ନାହିଁ LPG ସପ୍ଲାଇ, ଭାରତ ପ୍ରସ୍ତୁତ କଲା 40,000 କୋଟି ଟଙ୍କାର ପ୍ଲାନ

ନୂଆଦିଲ୍ଲୀ,୧୪।୫: ଭାରତରେ ଏକ ଲୋକପ୍ରିୟ କଥା ଅଛି ଯେ ଭବିଷ୍ୟତର ସମାଧାନ ପ୍ରାୟତଃ ଏକ ସଙ୍କଟ ଭିତରେ ଲୁଚି ରହିଛି; କେବଳ ଏହାକୁ ଖୋଜିବା ଆବଶ୍ୟକ। ଇରାନ…

ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର…

କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ

ଭଦ୍ରକ, ୧୪/୫(ସନାତନ ରାଉତ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭଦ୍ରକ କାଡା ଡିଭିଜନର ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଗୁରୁବାର…

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

ଗୋଟିଏ ବୁନ୍ଦା ନାହିଁ ପେଟ୍ରୋଲ: ସାରା ଦେଶରେ ବ୍ଲାକ୍‌ଆଉଟ୍‌ ଘୋଷଣା କଲେ ସରକାର, ରାଜଧାନୀରେ…

ହାଭାନା,୧୪।୫: କ୍ୟୁବା ବର୍ତ୍ତମାନ ଏକ ଗମ୍ଭୀର ଇନ୍ଧନ ସଙ୍କଟର ସମ୍ମୁଖୀନ ହେଉଛି। ପରିସ୍ଥିତି ଏତେ ଖରାପ ହୋଇଛି ଯେ ଦେଶରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଡିଜେଲ ଓ…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri