Posted inଖେଳ

ହାର୍ଦ୍ଦିକ କହିଲେ କିଏ ପ୍ରିୟ

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ରେ ଶ୍ରେଷ୍ଠ ପ୍ରଦର୍ଶନ ପରେ ଏବେ ଜାତୀୟ ଦଳକୁ ଫେରିଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ନିଜର ଯୁବ ସମୟରେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଏବଂ କିମ୍ବଦନ୍ତୀ ଅଲରାଉଣ୍ଡର ଜ୍ୟାକ୍‌ କଲିସଙ୍କର ଜଣେ ବଡ଼ ପ୍ରଶଂସକ ଥିଲେ ସେ। ହେଲେ ଏବେ ହାର୍ଦ୍ଦିକ ଏସ୍‌ଜି ପୋଡକାଷ୍ଟ ସହ କଥାବାର୍ତ୍ତା ହୋଇ ସେ ଓ୍ବାସିମ୍‌ ଜାଫରଙ୍କୁ ନିଜର ପ୍ରିୟ କ୍ରିକେଟର ବୋଲି କହିଛନ୍ତି।

ହାର୍ଦ୍ଦିକ କହିଛନ୍ତି, ଅନ୍ୟମାନଙ୍କ ପରି ମୋର ମଧ୍ୟ ପ୍ରିୟ କ୍ରିକେଟର ଅଛନ୍ତି। ମୁଁ ଜ୍ୟାକ୍‌ କଲିସ୍‌, ବିରାଟ ଏବଂ ସଚିନଙ୍କୁ ଭଲ ପାଉଥିଲି। ଅନେକ ଅଭିଜ୍ଞ ଅଛନ୍ତି ଯେଉଁମାନଙ୍କ ମଧ୍ୟରୁ ଆପଣ ବାଛି ପାରିବେ ନାହିଁ। ମୋର ପ୍ରିୟ କ୍ରିକେଟର ଓ୍ବାସିମ ଜାଫର ଥିଲେ। ତାଙ୍କୁ ବ୍ୟାଟିଂ କରୁଥିବା ଦେଖିବାକୁ ପସନ୍ଦ କରୁଥିଲି। ତାଙ୍କୁ ମୁଁ ଅନ୍ୟ କିମ୍ବଦନ୍ତୀ ଖେଳାଳିଙ୍କ ଉପରେ ସର୍ବଦା ରଖେ। ବ୍ୟାଟିଂରେ ତାଙ୍କୁ କପି କରିବାକୁ କେବେ ବି ଚାହିଁ ନାହିଁ। ହେଲେ ତାଙ୍କ ପରି କ୍ଲାସ କେବେ ଆସି ନାହିଁ।

କହିରଖୁଛୁ, ଜାଫର୍‌ ରଣଜୀ ଟ୍ରଫି ଏବଂ ଇରାନି ଟ୍ରଫିରେ ସର୍ବାଧିକ ରନ୍‌ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ୍‌। ଜାଫର ଭାରତ ପାଇଁ ୩୧ ଟେଷ୍ଟ ଏବଂ ୨ ଦିନିକିଆ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri