Posted inଖେଳ

ପିତା ହେଲେ ଏହି କ୍ରିକେଟର୍‌, ମେଡିକାଲ ଯିବା ପୂର୍ବରୁ ଫ୍ୟାନ୍‌ଙ୍କୁ ଦେଇଥିଲେ ସୂଚନା

ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ପ୍ରେମିକା ନତାଶା ଷ୍ଟାନକୋଭିକ୍‌ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ନତାଶାଙ୍କୁ ମେଡିକାଲ ନେଇ ଯିବା ପୂର୍ବରୁ ହାର୍ଦ୍ଦିକ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଫଟୋ କ୍ୟାପସନ୍‌ରେ ଲେଖିଥିଲେ ‘କମିଙ୍ଗ୍‌ ସୁନ୍‌’ (ଶୀଘ୍ର ଆସୁଛି)। ଫଟୋରେ ଉଭୟ ବେଶ୍‌ ଖୁସି ଥିବା ଜଣାପଡୁଥିଲେ। ଚଳିତବର୍ଷ ଜାନୁୟାରୀ ୧ରେ ହାର୍ଦ୍ଦିକ ଏବଂ ନତାଶାଙ୍କ ନିର୍ବନ୍ଧ ଶେଷ ହୋଇଥିଲା। ଦୁଇ ମାସ ପୂର୍ବରୁ ନତାଶା ଗର୍ଭବତୀ ଥିବା କଥା ନିଜ ପ୍ରଶଂସକଙ୍କ ସହ ଶେୟାର କରିଥିଲେ ହାର୍ଦ୍ଦିକ। ଏହାପରେ ଉଭୟ ସୋସିଆଲ ମିଡିଆରେ ବିଭିନ୍ନ ଖୁସି ମୂହୁର୍ତ୍ତର ଫଟୋ ଶେୟାର କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri