Posted inଖେଳ

ସ୍ତ୍ରୀଙ୍କୁ ବିକିନିରେ ଦେଖି ହାର୍ଦ୍ଦିକ ପାଣ୍ଡ୍ୟା କହିଲେ..

ଆଇପିଏଲର ୧୪ତମ ସିଜନକୁ ସ୍ଥଗିତ ରଖାଯିବା ପରଠାରୁ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟା ପରିବାର ସହିତ ସମୟ ଅତିବାହିତ କରୁଛନ୍ତି। ସେ ସୋସିଆଲ ମିଡିଆରେ ମଧ୍ୟ ଫଟୋ ଶେୟାର କରୁଛନ୍ତି। ନିକଟରେ ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକ୍‌ଙ୍କ ବିକିନି ପିନ୍ଧା ଫଟୋ ଭାଇରାଲ ହୋଇଛି। ଏହି ଫଟୋ ଉପରେ ପାଣ୍ଡ୍ୟା ନିଆଁ ଏବଂ ହୃଦୟର ଇମୋଜି ଦେଇଥିଲେ। ପ୍ରାୟତଃ ଏହି ଦମ୍ପତି ସୋସିଆଲ ମିଡିଆରେ ନିଜ ଫଟୋ ଶେୟାର କରନ୍ତି। ନତାଶା ଇନଷ୍ଟାଗ୍ରାମରେ ବିକିନିରେ ସୁଇମିଂ ପୁଲରେ କଳା ବିକିନି ପିନ୍ଧିଥିବା ଏକ ଫଟୋ ଶେୟାର କରିଥିଲେ। ପୂର୍ବରୁ ମଧ୍ୟ ପାଣ୍ଡ୍ୟା ପୁଅ ଅଗସ୍ତ୍ୟ ସହ ଭିଡିଓ ଶେୟାର କରନ୍ତି ଯାହା ଭାଇରାଲ ହୋଇଥାଏ।

 नताशा ने बिकिनी में स्विमिंग पूल की एक तस्‍वीर इंस्‍टाग्राम पर शेयर की. जिस पर रिएक्‍ट करते हुए हार्दिक ने कमेंट में आग और दिल की इमोजी पोस्‍ट की.


Enter your email to get our daily news in your inbox.

All Right Reserved By Dharitri.Com

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri