Posted inଖେଳ

ସବୁ ଚର୍ଚ୍ଚାର ଘଟିଲା ଅନ୍ତ, ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳରେ ରଖିଲା ଗୁଜରାଟ ଟାଇଟାନ୍ସ

ମୁମ୍ବାଇ,୨୬।୧୧: ସମସ୍ତେ ଅପେକ୍ଷାର ଅନ୍ତ ଘଟାଇ ବଡ଼ ଘୋଷଣା କରିଛି ଗୁଜରାଟ ଟାଇଟାନ୍ସ। ହାର୍ଦ୍ଦିକ ପାଣ୍ଡ୍ୟା ଦଳ ସହିତ ରହିବେ ବୋଲି ଘୋଷଣା କରିଛି ଗୁଜରାଟ ଟାଇଟାନ୍ସ। ଏହା ସହିତ ହାର୍ଦ୍ଦିକଙ୍କୁ ଦଳରେ ରଖି ରଖି ମୁମ୍ବାଇ ଇଣ୍ଡିଆନ୍ସକୁ ଫେରିବା ନେଇ ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇଛି।

ତେବେ ଗୁଜରାଟ ଦ୍ରୁତ ବୋଲର ୟଶ ଦିନଲ, କେ.ଏସ ଭରତ, ଶିବମ ମାଭି, ଉର୍ବିଲ ପଟେଲ, ପ୍ରଦୀପ ସାଙ୍ଗୱାନ, ଓଡିନ ସ୍ମିଥ, ଅଲଜାରି ଜୋସେଫ, ଦସୁନ ଶନକାଙ୍କୁ ରିଲିଜ କରିଛି।

ରିପୋର୍ଟ ଅନୁଯାୟୀ ମୁମ୍ବାଇ ଏକ ଗୁପ୍ତ ଟ୍ରାନ୍ସଫର ଫି ଦେଇ ମୁମ୍ବାଇ ୧୫ କୋଟି ଟଙ୍କା ବଦଳରେ ହାର୍ଦ୍ଦିକଙ୍କୁ ଦଳରେ ସାମିଲ କରିବାକୁ ଚାହୁଁଥିଲା। ହାର୍ଦ୍ଦିକଙ୍କ ନେତୃତ୍ୱରେ ଗୁଜରାଟ ୨୦୨୨ରେ ଚାମ୍ପିଅନ ହୋଇଥିଲା। ୨୦୨୩ରେ ପୁନର୍ବାର ଦଳ ଫାଇନାଲ୍ରେ ପହଞ୍ଚି ଅଳ୍ପରେ ଚେନ୍ନାଇଠାରୁ ପରାଜୟର ସାମ୍ନା କରିଥିଲା। ପୂର୍ବରୁ ହାର୍ଦ୍ଦିକ ମୁମ୍ବାଇ ସହିତ 2015,2017,2019 ଏବଂ 2020ରେ ଆଇପିଏଲ ଟ୍ରଫି ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri