Posted inଖେଳ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ ଟିମ୍ ଘୋଷଣା; ପ୍ରଥମ ମ୍ୟାଚ୍ ଓଡ଼ିଶାରେ

ମୁମ୍ବାଇ,୩।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆଗାମୀ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ପାଇଁ ବିସିସିଆଇ ପକ୍ଷରୁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଏବଂ ଶୁବମନ୍ ଗିଲ୍ଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରାଯାଇଛି। ଆହତ କାରଣରୁ ଦଳରୁ ବାଦ୍ ପଡ଼ିଥିବା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଟି-୨୦ ଦଳକୁ ଫେରିଛନ୍ତି। ଏହା ସହିତ ଦ୍ରୁତ ବୋଲର ଯଶପ୍ରୀତ ବୁମରା ମଧ୍ୟ ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍‌ରୁ ବିଶ୍ରାମ ପରେ ଟି-୨୦ ଦଳରେ ସାମିଲ ହୋଇଛନ୍ତି।

ଟେଷ୍ଟ ସିରିଜ୍‌ରେ ବେକରେ ଆହତ ହୋଇଥିବା ଉପ-ଅଧିନାୟକ ଶୁବମନ୍ ଗିଲ୍‌ଙ୍କୁ ଟି-୨୦ ସିରିଜ୍‌ରେ ଖେଳିବା ପୂର୍ବରୁ ବିସିସିଆଇ ର ସେଣ୍ଟର ଅଫ୍ ଏକ୍ସିଲେନ୍ସରୁ ଫିଟନେସ୍ କ୍ଲିୟରାନ୍ସ ଆଣିବାକୁ ପଡ଼ିବ।

ଏହି ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍ ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବ। ପରବର୍ତ୍ତୀ ମ୍ୟାଚ୍ ଗୁଡ଼ିକ ମୁଲ୍ଲାନପୁର (ଡିସେମ୍ବର ୧୧), ଧର୍ମଶାଳା (ଡିସେମ୍ବର ୧୪), ଲକ୍ଷ୍ନୌ (ଡିସେମ୍ବର ୧୭), ଏବଂ ଅହମ୍ମଦାବାଦ (ଡିସେମ୍ବର ୧୯) ରେ ଅନୁଷ୍ଠିତ ହେବ।

ଭାରତୀୟ ଟିମ୍: ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଶୁବମନ୍ ଗିଲ୍ (ଉପ-ଅଧିନାୟକ), ଅଭିଷେକ ଶର୍ମା, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ଅକ୍ଷର ପଟେଲ, ଜିତେଶ ଶର୍ମା (ୱିକେଟ୍ କିପର), ସଞ୍ଜୁ ସାମସନ (ୱିକେଟ୍ କିପର), ଯଶପ୍ରୀତ ବୁମରା, ବରୁଣ ଚକ୍ରବର୍ତ୍ତୀ, ଅର୍ଶଦୀପ ସିଂ, କୁଲଦୀପ ଯାଦବ, ହର୍ଷିତ ରାଣା, ୱାଶିଂଟନ ସୁନ୍ଦର।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?