Posted inଖେଳ

ଚର୍ଚ୍ଚାରେ ହାର୍ଦିକ ପାଣ୍ଡ୍ୟାଙ୍କ ଘଣ୍ଟା, ଏସିଆ କପ୍ ପୁରସ୍କାର ରାଶିର ୭ ଗୁଣ

ଦୁବାଇ,୮।୯: ଏସିଆ କପ ୨୦୨୫ ମଙ୍ଗଳବାର, ୯ ସେପ୍ଟେମ୍ବରରୁ ଆରମ୍ଭ ହେଉଛି, ଯେଉଁଥିରେ ଭାରତୀୟ ଦଳ ପ୍ରଥମ ମ୍ୟାଚ ୧୦ ସେପ୍ଟେମ୍ବରରେ ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ) ବିପକ୍ଷରେ ଖେଳିବ। ଏହା ପୂର୍ବରୁ ଭାରତୀୟ ଅଲରାଉଣ୍ଡର ହାର୍ଦିକ ପାଣ୍ଡ୍ୟା ତାଙ୍କ ଆଡମ୍ବରପୂର୍ଣ୍ଣ ଜୀବନଶୈଳୀ ଓ ନୂଆ ଲୁକ୍ ପାଇଁ ଚର୍ଚ୍ଚାରେ ଅଛନ୍ତି।

ଅଭ୍ୟାସ ସମୟରେ ପାଣ୍ଡ୍ୟାଙ୍କ ହାତରେ ରିଚାର୍ଡ ମିଲ ଆରଏମ ୨୭-୦୪ ଘଣ୍ଟା ଦେଖାଯାଇଥିଲା, ଯାହାର ମୂଲ୍ୟ ପ୍ରାୟ ୧୮ କୋଟି ଟଙ୍କା। ଏହି ଘଣ୍ଟା ଟେନିସ ଖେଳାଳୀ ରାଫେଲ ନାଡାଲଙ୍କ ପାଇଁ ତିଆରି ହୋଇଥିବା ସ୍ପେଶାଲ ଏଡିସନ।

 

View this post on Instagram

 

A post shared by Hardik Pandya (@hardikpandya93)

ଏସିଆ କପ ୨୦୨୫ରେ ବିଜେତା ଦଳକୁ ୨.୬ କୋଟି ଟଙ୍କା ପୁରସ୍କାର ରାଶି ମିଳିବ, ଯାହା ପାଣ୍ଡ୍ୟାଙ୍କ ଘଣ୍ଟା ମୂଲ୍ୟର ପ୍ରାୟ ୭ ଗୁଣ କମ୍। ପାଣ୍ଡ୍ୟା ନିଜର ଅଭ୍ୟାସ ସମୟର ଫଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି, ଯାହାକୁ ‘ବ୍ୟାକ ଟୁ ବିଜନେସ’ କ୍ୟାପସନ ଦେଇଛନ୍ତି। ସେ ଏସିଆ କପ ପାଇଁ ନୂଆ ହେୟାରଷ୍ଟାଇଲ ଗ୍ରେ ସେଡ୍ ଓ କଳା ଦାଢ଼ି ସହ ନୂଆ ଲୁକରେ ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri