ଛାଡ଼ପତ୍ର ଖବର ମଧ୍ୟରେ ଘର ଛାଡିଲେ ନତାଶା! ପୁଅ ଅଗସ୍ତ୍ୟଙ୍କ ସହ ବିମାନବନ୍ଦରରେ ଆସିଲେ ନଜର, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତାଙ୍କ ପତ୍ନୀ ନତାଶା ଷ୍ଟାନକୋଭିକ ଛାଡ଼ପତ୍ରର ଖବରକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଦୀର୍ଘ ଦିନ ଧରି କଳ୍ପନା ଜଳ୍ପନା ଚାଲିଥିଲା ଯେ ଉଭୟଙ୍କ ମଧ୍ୟରେ କିଛି ଭୁଲ ବୁଝାମଣା ହୋଇଛି ଏବଂ ସେଥିପାଇଁ ସେମାନେ ଅନେକ ମାସ ଧରି ଅଲଗା ରହୁଛନ୍ତି। ହାର୍ଦ୍ଦିକଙ୍କ ଭାଇଙ୍କ ଏକ ପୋଷ୍ଟ ପରେ, ସେମାନଙ୍କ ଛାଡପତ୍ର ଖବର ବୃଦ୍ଧି ପାଇଥିଲା। ନିକଟରେ ନତାଶା ଲଗେଜ୍‌ ବ୍ୟାଗ ସହିତ ବିମାନବନ୍ଦରରେ ନଜର ଆସିଥିଲେ। ସେ ଏକ ନୁହଁନ୍ତି ତାଙ୍କ ସାଙ୍ଗରେ ତାଙ୍କ ପୁଅ ଅଗସ୍ତ୍ୟ ମଧ୍ୟ ଥିଲେ।

ତେବେ ହାର୍ଦ୍ଦିକ ଆଉ ନତାଶାଙ୍କ ମଧ୍ୟରେ କ’ଣ ହୋଇଛି? ପ୍ରଶଂସକମାନେ ଜାଣିବାକୁ ଚାହୁଁଛନ୍ତି। ଅନ୍ୟପଟେ ନତାଶା ତାଙ୍କ କ୍ରିପ୍ଟିକ ପୋଷ୍ଟ ସହିତ ଛାଡପତ୍ର ଗୁଜବକୁ ଅଣଦେଖା କରୁଥିବା ବେଳେ ହାର୍ଦ୍ଦିକ ମଧ୍ୟ ଏହି ପ୍ରସଙ୍ଗରେ ନୀରବତା ବଜାୟ ରଖିଛନ୍ତି। ଛାଡପତ୍ର ଖବର ମଧ୍ୟରେ ନତାଶାଙ୍କୁ ପୁଅ ଅଗସ୍ତ୍ୟଙ୍କ ସହ ମୁମ୍ବାଇ ବିମାନବନ୍ଦରରେ ଦେଖିବାକୁ ମିଳିଛି। ତାଙ୍କର ଏହି ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri