Posted inଖେଳ

ଭାରତକୁ ଝଟକା, ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମେଡିକାଲ ରିପୋର୍ଟ ଶେୟାର କରି ଜାଣନ୍ତୁ କ’ଣ କହିଲା ବିସିସିଆଇ

ନୂଆଦିଲ୍ଲୀ,୨୦।୧୦: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି। ପୁଣେରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ସେ ଆହତ ହୋଇଥିଲେ। ତେବେ ବିସିସିଆଇ ପାଣ୍ଡ୍ୟାଙ୍କ ଡାକ୍ତରୀ ରିପୋର୍ଟ ପ୍ରକାଶ କରିଛି। ବିସିସିଆଇ କହିଛି, ଧର୍ମଶାଳାରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚରେ ହାର୍ଦ୍ଦିକ ଭାରତ ପାଇଁ ଖେଳି ପାରିବେ ନାହିଁ। ୨୦୨୩ ବିଶ୍ୱକପ ସମୟରେ ପାଣ୍ଡ୍ୟାଙ୍କ ଆଘାତ ଭାରତ ପାଇଁ ଏକ ବଡ ଝଟକା।

ବିସିସିଆଇ ଏହାର ୱେବସାଇଟ ମାଧ୍ୟମରେ ପାଣ୍ଡ୍ୟାଙ୍କ ବିଷୟରେ ସୂଚନା ଦେଇଛି। ବିସିସିଆଇ ନିଜ ୱେବସାଇଟରେ ଲେଖିଛି ଯେ, ବାଂଲାଦେଶ ବିପକ୍ଷ ମ୍ୟାଚରେ ଭାରତୀୟ ଦଳର ଉପ-ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି। ତାଙ୍କ ବାମ ଗୋଡରେ ଆଘାତ ଲାଗିଛି। ସ୍କାନ କରାଯାଇଛି ଏବଂ ଡାକ୍ତର ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ସେ ବିସିସିଆଇ ମେଡିକାଲ ଦଳର ତତ୍ତ୍ୱାବଧାନରେ ଅଛନ୍ତି। ୨୦ ଅକ୍ଟୋବରରେ ଟିମ ଇଣ୍ଡିଆ ସହିତ ହାର୍ଦ୍ଦିକ ଧର୍ମଶାଳା ଯିବେ ନାହିଁ। ସେ ଇଂଲଣ୍ଡ ବିପକ୍ଷ ମ୍ୟାଚ ପାଇଁ ସିଧାସଳଖ ଲକ୍ଷ୍ନୌରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

ସମୁଦ୍ରରୁ ମାଡ଼ି ଆସୁଛି ବଡ଼ ବାତ୍ୟା! ଏହିଦିନ କରିବ ଲ୍ୟାଣ୍ଡଫଲ୍‌…

ନୂଆଦିଲ୍ଲୀ,୧୦।୬: ଆସୁଛି ବଡ଼ ବାତ୍ୟା । ଯାହାକୁ ନେଇ ଛାନିଆ ହେଲେଣି ଉପକୂଳବାସୀ । ସାମୁଦ୍ରିକ ବାତ୍ୟା କ୍ରିଷ୍ଟିନାକୁ ନେଇ ଏବେ ସବୁଠି ଭୟର ମାହୋଲ ।…

୪ ଥାକିଆ ହେବ ପିପିଲି-କୋଣାର୍କ ରାସ୍ତା

ଗୋପ,୧୦ା୬(ଭାରତୀ ଭୂଷଣ ଉପାଧ୍ୟାୟ): ପର୍ଯ୍ୟଟନର ବିକାଶ ଲାଗି ଖୁବ୍‌ଶୀଘ୍ର ପିପିଲି-କୋଣାର୍କ ରାଜ୍ୟ ରାଜପଥକୁ ୪ ଥାକିଆ ରାସ୍ତା କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ…

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri