Posted inଖେଳ

‘ଯେତେବେଳେ ମତେ କାନ୍ଦିବାର ଥିଲା କାନ୍ଦିଲି ନାହିଁ…’, ଛାଡ଼ପତ୍ର ପରେ ଭାଇରାଲ ହେଲା ପାଣ୍ଡ୍ୟାଙ୍କ ଭିଡିଓ

ମୁମ଼୍ବାଇ, ୧୯।୭: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ମଡେଲ ନତାଶା ଷ୍ଟେନକୋଭିକ୍‌ଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଥିବା ଏକ ପ୍ରକାର ସ୍ପଷ୍ଟ ହେଉଛି । ଗତକାଲି ଅର୍ଥାତ ଗୁରୁବାର ଦୁହେଁ ଏନେଇ ନିଜ ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ମାଧ୍ୟମରେ ସୂଚନା ଦେଇଛନ୍ତି । ୪ ବର୍ଷର ସଂପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ଦୁହିଁଙ୍କ ସହମତିରେ ଏହି ଛାଡ଼ପତ୍ର ହୋଇଛି । ଏହାରି ମଧ୍ୟରେ ନତାଶା ଟ୍ରୋଲ ହେଉଥିବା ବେଳେ ହାର୍ଦ୍ଦିକଙ୍କ ଏକ ପୁରୁଣା ଭିଡିଓ ଏବେ ଭାଇରାଲ ହୋଇଛି । ଯେଉଁଥିରେ ସେ ଇମୋଶନାଲର ସହ ତାଙ୍କର ହୃଦୟର କଥା ପ୍ରକାଶ କରୁଛନ୍ତି ।

ଏହି ଭିଡିଓଟି ହାର୍ଦ୍ଦିକଙ୍କର ବିଶ଼୍ବକପ୍‌ ବିଜୟ ପରର ବୋଲି ଜଣାପଡ଼ିଛି । ଯେଉଁଥିରେ ହାର୍ଦ୍ଦିକ ବହୁତ ଇମୋଶନାଲ ଦେଖାଯାଉଛନ୍ତି । ଭିଡିଓରେ ହାର୍ଦ୍ଦିକ ଇସାରା-ଇସାରାରେ ବହୁତ କିଛି କହୁଥିବାର ନଜର ଆସିଛନ୍ତି। ଗତ ୬ ମାସ ମଧ୍ୟରେ ମୋ କଣ ହୋଇଛି କଣ ହୋଇନି ତାହାକୁ ମୁଁ କଣ୍ଟ୍ରୋଲ କରିଛି । ଏହି ସମୟରେ ଯେତେବେଳେ ମତେ କାନ୍ଦିବାର ଥିଲା ସେତେବେଳେ ମୁଁ କାନ୍ଦିନଥିଲି । ମୋତେ ଏହା ଲୋକଙ୍କୁ ଦେଖାଇବାର ନଥିଲା । ଯେଉଁ ଲୋକମାନେ ମୋର କଷ୍ଟଦାୟକ ସମୟକୁ ନେଇ ଖୁସି ଥିଲେ, ମୋତେ ସେମାନଙ୍କୁ ଆଉ ଅଧିକ ଖୁସି ଦେବା ଦରକାର ନଥିଲା ଏବଂ ମୁଁ ସେମାନଙ୍କୁ କେବେବି ଏହା ଦେବି ନାହିଁ ବୋଲି ସେ ଏହି ଭିଡିଓରେ କହୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri