Posted inଜାତୀୟ

ଭାଜପା ମୋତେ ମାରି ଦେବାକୁ ଚାହୁଁଛି: ହାର୍ଦ୍ଦିକ

ରାଜକୋଟ,୨୦।୪: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲ ଭାଜପା ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି କି ଭାଜପା ଚେଷ୍ଟା କରୁଛି ତାଙ୍କୁ ଆକ୍ରମଣ କରି ମାରି ଦେବାକୁ। ଶୁକ୍ରବାର ଏକ ଜନସଭାକୁ ଉଦ୍‌ବୋଧନ ଦେବା ସମୟରେ କେହି ଅଜଣା ବ୍ୟକ୍ତି ତାଙ୍କୁ ଚାପୁଡା ମାରିବା ପରେ ହାର୍ଦ୍ଦିକ ଏମିତି କଥା କହିଛନ୍ତି। ସୂଚନାଯୋଗ୍ୟ, ହାର୍ଦ୍ଦିକଙ୍କୁ ମାଡ ମାରିବା ପରେ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ ସେ ଏପରି କହିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି କି, ଯେମିତି ହରେନ ପାଣ୍ଡ୍ୟାଙ୍କୁ ହତ୍ୟା କରି ତାକୁ ଏନ୍‌କାଉଣ୍ଟରର ରୂପ ଦିଆଗଲା ସେମିତି ଭାବେ ଭାଜପା ମୋତେ ମାରିବାକୁ ଚାହୁଁଛି। କାରଣ ଯେଉଁ ବ୍ୟକ୍ତି ମୋତେ ଚାପୁଡା ମାରିଛନ୍ତି ତାଙ୍କର ଭାଜପା ସହ ସମ୍ପର୍କ ରହିଛି। ଆପଣମାନେ ଚାହିଁଲେ ତାଙ୍କ ଫେସବୁକ୍‌ ଆକାଉଣ୍ଟ ଦେଖି ପାରିବେ ବୋଲି ହାର୍ଦ୍ଦିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

ବଡ଼ ସଫଳତା, ନାଗ-ଅହିରାଜ ବିଷକୁ ମାତ୍‌ ଦେବ ଲାବ୍‌ ନିର୍ମିତ ଆଣ୍ଟିଭେନମ୍‌!

ନୂଆଦିଲ୍ଲୀ, ୧୧ା୯ (ପି.ଟି.): ନାଗ, ଅହିରାଜ ଭଳି ସାପ ବିଷ ବିରୋଧରେ ସଂଗ୍ରାମ ପାଇଁ ଗବେଷକମାନେ ଏକ ନୂତନ ଲାବ୍‌-ନିର୍ମିିତ ‘ରିକମ୍ବିନାଣ୍ଟ ଆଣ୍ଟିଭେନମ୍‌’ ପ୍ରସ୍ତୁତ କରିଛନ୍ତି। ମୂଷାଙ୍କ…

ଭାରତର GDP ଅଭିବୃଦ୍ଧି ଦେଖି IMF ଛାନିଆ, କହିଲା ଫଳାଫଳ….

ନୂଆଦିଲ୍ଲୀ,୧୧ା୯: ଭାରତୀୟ ଅର୍ଥନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ବାସ୍ତବ GDP ବୃଦ୍ଧି ୭.୮…

ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ…

ଭାରତରେ ପହଞ୍ଚିଲେ ପୁଟିନ: ଜୋରଦାର ସ୍ବାଗତ, ଜିନ୍‌ପିଙ୍ଗଙ୍କୁ ଅପେକ୍ଷା

ନୂଆଦିଲ୍ଲୀ,୧୧।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ସକାଳେ ଭାରତରେ ପହଞ୍ଚିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଭାରତୀୟ ଅଧିକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?