Posted inଜାତୀୟ

ଇସ୍ତଫା ଦେବା ପରେ ଭାଇରାଲ ହେଉଛି ହାର୍ଦ୍ଦିକଙ୍କ ପୁରୁଣା ଟୁଇଟ୍‌

ଗାନ୍ଧିନଗର,୧୮ ।୫: ଗୁଜରାଟରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା ଲାଗିଛି । ରାଜ୍ୟରେ କଂଗ୍ରେସର କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବା ହାର୍ଦ୍ଦିକ ପଟେଲ ବୁଧବାର ଇସ୍ତଫା ଦେଇଛନ୍ତି । ଏହି ଖବର ସେ ନିଜେ ଟୁଇଟ କରି ଜଣାଇଛନ୍ତି । ସେ କହିଛନ୍ତି, ଆଜି ମୁଁ ସାହସର ସହ କଂଗ୍ରେସ ଦଳର ପଦ ଓ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଉଛି । ଏବେ ପଟେଲ ଭାରତୀୟ ଜନତା ପାର୍ଟି(ଭାଜପା)ର ହାତ ଧରିବେ ବୋଲି ଆଲୋଚନା ହେଉଛି । ଏହି ଘଟଣାକ୍ରମ ମଧ୍ୟରେ ହାର୍ଦ୍ଦିକ ପଟେଲଙ୍କ ଏକ ପୁରୁଣା ଟୁଇଟ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ସେ କହିଥିଲେ, ମରିବା ପର୍ଯ୍ୟନ୍ତ ହାତର ସାଥ ଛାଡିବେ ନାହିଁ ଅର୍ଥାତ୍ ମରିବା ପର୍ଯ୍ୟନ୍ତ ସେ କଂଗ୍ରେସର ହାତ ଛାଡିବେ ନାହିଁ । ସେଥିରେ ସେ କହିଥିଲେ ଜିତିବା ହାରିବାକୁ ନେଇ ପାଲା ବ୍ୟବସାୟୀ ବଦଳାଇ ଥାଆନ୍ତି । ବିଚାରଧାରା ଅନୁଯାୟୀ ଲଢିବି, ଜିତିବି ଆଉ ମରିବା ପର୍ଯ୍ୟନ୍ତ କଂଗ୍ରେସରେ ରହିବି । ଏହି ଟୁଇଟ ହାର୍ଦ୍ଦିକ ୨୦୨୦ରେ ହୋଇଥିବା ଗୁଜରାଟ ବିଧାନସଭା ଉବନିର୍ବାଚନର ଫଳାଫଳ ଆସିବା ପରେ କହିଥିଲେ । ଏହି ଉପ ନିର୍ବାଚନରେ କଂଗ୍ରେସ ସମସ୍ତ ୮ଟି ଆସନରେ ପରାଜୟ ସ୍ୱୀକାର କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri