Posted inଜାତୀୟ

ଉପବାସ ଭାଙ୍ଗିଲେ ହରିବଂଶ

ନୂଆଦିଲ୍ଲୀ, ୨୩।୯: ରାଜ୍ୟ ସଭାରେ ୮ ଜଣ ଏମ୍‌ପିିଙ୍କ ଆଚରଣରେ ଅପମାନବୋଧ ମନେ କରିଥିବା ଉପ ବାଚସ୍ପତି ହରିବଂଶ ଦିନିକିଆ ଆତ୍ମଶୁଦ୍ଧି ଉପବାସ ମଙ୍ଗଳବାରଠାରୁ ଆରମ୍ଭ କରିଥିଲେ। ବୁଧବାର ସେ ଉପବାସ ଭଙ୍ଗ କରିଛନ୍ତି। ଜନତା ଦଳ(ୟୁ) ଏମ୍‌ପି ରାଜୀବ ରଞ୍ଜନ ସିଂ ହରିବଂଶଙ୍କ ହାତରୁ ଫଳ ରସ ଗ୍ରହଣ କରି ସେ ଉପବାସ ଭଙ୍ଗ କରିଛନ୍ତି। ରାଜ୍ୟ ସଭାରେ କୃଷି ବିଧେୟକକୁ ନେଇ ବିରୋଧୀ ଦଳ ଏମ୍‌ପି ରୁଲ୍‌ ବୁକ୍‌ ଚିରିବା ସହିତ ମାଇକ୍‌ ଭାଙ୍ଗି ଦେଇଥିଲେ। ସେମାନେ ହରିବଂଶଙ୍କୁ ଧମକ ଦେବା ସହିତ ତାଙ୍କ ଉପରକୁ କାଗଜ ଚିରି ଫିଙ୍ଗିଥିଲେ। ଏହି ଘଟଣାରେ ହରିବଂଶ ମର୍ମାହତ ହୋଇ ମନର ଶାନ୍ତି ପାଇଁ ଉପବାସ କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିୟନ୍ତ୍ରଣ ରେଖାର ୩ ସେକ୍ଟରରେ ପାକିସ୍ତାନର ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର, ୨୩।୯: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ବୁଧବାର ସକାଳେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ...

ଝୁମ୍ପୁଡ଼ି ବସ୍ତି ବାସିନ୍ଦାଙ୍କୁ ମିଳିବ ଘର

ନୂଆଦିଲ୍ଲୀ,୨୮।୩: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାର ଝୁମ୍ପୁଡ଼ି ବସ୍ତି ବାସିନ୍ଦାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ସେମାନଙ୍କୁ ସରକାରଙ୍କ ପକ୍ଷରୁ ଘର ଯୋଗାଇ ଦିଆଯିବ।...

ଅଗଷ୍ଟ ୧୫ ପୂର୍ବରୁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡାକଡି: ପୋଲିସ ଜାରି କଲା ୬ ମୋଷ୍ଟୱାଣ୍ଟେଡ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୭ ।୮: ସ୍ୱାଧିନତା ଦିବସକୁ ନେଇ ଦିଲ୍ଲୀରୁ କଶ୍ମୀର ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଦିଲ୍ଲୀର ଲାଲ କିଲା ନିକଟରେ ବହୁ ସଂଖ୍ୟାରେ...

ହ୍ବାଟ୍ସଆପରେ ଅଶ୍ଳୀଳ ମେସେଜ କରି ଗିରଫ ହେଲେ ସାର୍‌

ନୂଆଦିଲ୍ଲୀ,୧୯।୧୨-ଛାତ୍ରୀଙ୍କୁ ଅସଦାଚରଣ ଓ ହ୍ବାଟ୍ସଆପରେ ଅଶ୍ଳୀଳ ମେସେଜ ପଠାଇବା ଅଭିଯୋଗରେ ଗିରଫ ହୋଇଛନ୍ତି ପ୍ରସିଦ୍ଧ ମୃଦଙ୍ଗ ବାଦକ ରବିଶଙ୍କର ଉପାଧ୍ୟାୟ। ଏ ନେଇ ଛାତ୍ରୀ ଜଣକ...

କହୁ କହୁ ପାଟିରୁ କଥା ଖସିଗଲା, ସଫେଇ ଦେଲେ ଅଧୀର ରଞ୍ଜନ…

ନୂଆଦିଲ୍ଲୀ,୨୮।୭ : ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଭାଜପା ପକ୍ଷରୁ ଟାର୍ଗେଟ କରାଯାଇଛି। କଂଗ୍ରେସ ସଦସ୍ୟ ଅଧୀର ରଞ୍ଜନ ଚୌଧୁରୀ...

ପୁସ୍ତକ ମେଳାରେ ହନୁମାନ ଚାଳିଶା ବାଣ୍ଟିବାରୁ ଭିଏଚ୍‌ପିକୁ ରୋକିଲା ପୋଲିସ

କୋଲକାତା,୧୯।୨: ପଶ୍ଚିମବଙ୍ଗରେ ରବିବାର ୪୪ତମ ଅନ୍ତର୍ଜାତୀୟ କୋଲକାତା ପୁସ୍ତକ ମେଳାର ଶେଷ ଦିନ ଥିଲା। ପୁସ୍ତକ ମେଳାରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଲୋକମାନଙ୍କୁ ହନୁମାନ...

ସ୍କୁଲ ନ ଖୋଲିବା ଯାଏ ଦେୟ ଆଦାୟ କରାଯାଇପାରିବ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ, ୩୦।୮(ପି.ଟି.): କରୋନା ମହାମାରୀ କାରଣରୁ ଶିକ୍ଷାନୁଷ୍ଠାନଗୁଡ଼ିକ ଦୀର୍ଘଦିନ ହେଲା ବନ୍ଦ ରହିଛି। ସ୍କୁଲ ନ ଖୋଲିବା ପର୍ଯ୍ୟନ୍ତ ପିଲାମାନଙ୍କ ଅଭିଭାବକଙ୍କଠାରୁ ବାର୍ଷିକ ଦେୟ କିମ୍ବା...

ବାଲାଘାଟରେ ଟ୍ରେନର ବିମାନ ଦୁର୍ଘଟଣା ଗ୍ରସ୍ତ: ୨ ପାଇଲଟ ମୃତ…

ଭୋପାଳ,୧୮।୩ : ମଧ୍ୟପ୍ରଦେଶରେ ବାଲାଘାଟରେ ଏକ ଟ୍ରେନର ଚାର୍ଟର ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ୨ ଜଣ ପାଇଲଟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ...

Advertisement
Archives

Model This Week