ବଢ଼ିଲା ହରିଶ୍ଚନ୍ଦ୍ର ସହାୟତା ରାଶି

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟ ସରକାର ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ସହାୟତା ଗ୍ରାମାଞ୍ଚଳ ପାଇଁ ୨ ହଜାରରୁ ୩ ହଜାର ଟଙ୍କା, ସହରାଞ୍ଚଳ ଓ ପୁରୀ ସ୍ବର୍ଗଦ୍ବାର ପାଇଁ ୩ ହଜାରରୁ ୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏଥିପାଇଁ ପ୍ରତ୍ୟେକ ପଞ୍ଚାୟତରେ ଏକ ରିଭଲଭିଂ ଫଣ୍ଡ୍‌ ଖୋଲାଯାଇ ଏଥିପାଇଁ ୧୫ ହଜାର ଟଙ୍କା ଲେଖାଏ ଅର୍ଥ ପ୍ରଦାନ କରାଯାଇଛି। ଗରିବ ଲୋକମାନେ ଯେପରି ପ୍ରିୟଜନଙ୍କ ଅନ୍ତ୍ୟେଷ୍ଟିକ୍ରିୟାରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେନେଇ ରାଜ୍ୟ ସରକାର ହରିଶ୍ଚନ୍ଦ୍ର ସହାୟତା ଯୋଜନା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ପିଜି ନାମଲେଖା: ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର (ପି.ଜି.) ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଶୁକ୍ରବାର ପ୍ରକାଶ…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ଆଜିଠାରୁ ‘ମେଟଲ ମିଟ୍‌’ କୁଇଜ୍‌ ମହାକୁମ୍ଭ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ଦଶମ ସଂସ୍କରଣ ଶନିବାର ଉଦ୍‌ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ…

ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ): ନୂଆଦିଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗଦେଇ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri