ପୋଲାଣ୍ଡ ସୀମାକୁ ଫେରିଲେ ୟୁକ୍ରେନ୍ ଗୁଳିମାଡରେ ଆହତ ଭାରତୀୟ ଛାତ୍ର

କ୍ୱିଭ/ନୂଆଦିଲ୍ଲୀ,୭ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି । ତେବେ କିଛିଦିନ ପୂର୍ବରୁ ଭାରତ ଫେରିବାକୁ ଅପେକ୍ଷା ରଖିଥିବା ଜଣେ ମେଡିକାଲ ଛାତ୍ର ୟୁକ୍ରେନରେ ଗୁଳିମାଡର ଶିକାର ହେବା ପରେ ସୋମବାର ତାଙ୍କୁ ଭାରତ ଫେରାଇ ଆଣିବାର ପ୍ରକ୍ରିୟା ଆରମ୍ଭ କରାଯାଇଛି । ସୋମବାର ସକାଳୁ ହରଜୋତ ସିଂ ନାମକ ଉକ୍ତ ଛାତ୍ର ପୋଲାଣ୍ଡ ସୀମାରେ ପହଞ୍ଚିଛନ୍ତି । ପୋଲାଣ୍ଡ ରେଡକ୍ରସ ପକ୍ଷରୁ ଯୋଗାଇ ଦିଆଯାଇଥିବା ଆମ୍ବୁଲାନ୍ସ ଯୋଗେ ତାଙ୍କୁ ପୋଲାଣ୍ଡ ଅଣାଯାଇଛି । ଇଣ୍ଡିଆନ ୱାର୍ଲଡ ଫୋରମର ପ୍ରେସିଡେଣ୍ଡ ପୁନିତ ସିଂ ଚାନ୍ଦୋକ ଏହି ସୂଚନା ଦେଇଛନ୍ତି । ତେବେ ସେ କେବେ ଭାରତ ଫେରିବେ ସେ ସମ୍ପର୍କରେ କିଛି ଜଣାପଡି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri