Posted inଖେଳ

ହରମନପ୍ରୀତ କୌର ହାତରେ କଲେ ବିଶ୍ୱକପ ଟ୍ରଫିର ଟାଟୁ, ଭାବପ୍ରବଣ ପୋଷ୍ଟ ଶେୟାର କରି କହିଲେ…

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟ ଦଳର ଅଧିନାୟକ ହରମନପ୍ରୀତ କୌର ତାଙ୍କ ଜୀବନରେ ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ଯାହାର ସ୍ବପ୍ନ ପ୍ରତ୍ୟେକ କ୍ରିକେଟର ଦେଖିଥାନ୍ତି। ତାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ୨୦୨୫ ମହିଳା ବିଶ୍ୱକପ ଜିତିଛି। ଏହି ମୁହୂର୍ତ୍ତକୁ ଜୀବନ୍ତ ରଖିବା ପାଇଁ ହରମନପ୍ରୀତ କୌର ତାଙ୍କ ହାତରେ ବିଶ୍ୱକପ ଟ୍ରଫି ଟାଟୁ କରାଇଛନ୍ତି। ହରମନପ୍ରୀତ କୌର ମଧ୍ୟ ଟାଟୁର ଏକ ଫଟୋ ଶେୟାର କରିଛନ୍ତି।

ଭାରତୀୟ ଅଧିନାୟକ ହରମନପ୍ରୀତ କୌର ବିଶ୍ୱକପ ଜିତିବାର ମାତ୍ର ତିନି ଦିନ ପରେ ତାଙ୍କ ହାତରେ ବିଶ୍ୱକପ ଟ୍ରଫି ଟାଟୁ କରାଇଛନ୍ତି। ଟାଟୁର ଏକ ଫଟୋ ଶେୟାର କରି ହରମନପ୍ରୀତ ବିଶ୍ୱକପ ଟ୍ରଫି ବିଷୟରେ ଲେଖିଛନ୍ତି, ମୋ ଚର୍ମରେ ଏବଂ ମୋ ହୃଦୟରେ ସବୁଦିନ ପାଇଁ ଖୋଦିତ। ମୁଁ ପ୍ରଥମ ଦିନରୁ ତୁମକୁ ଅପେକ୍ଷା କରିଆସିଛି, ଏବଂ ଏବେ ମୁଁ ତୁମକୁ ପ୍ରତିଦିନ ସକାଳେ ଦେଖିପାରୁଛି। ଏହା ଭଲ ଲାଗୁଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri