Posted inଖେଳ

ଓମେନ୍ସ ବିଗ୍‌ ବାଶ୍‌ ଲିଗ୍‌: ହରମନପ୍ରୀତ ଖେଳିବା ପକ୍କା

ମେଲବୋର୍ନ, ୩ା୯: ଓମେନ୍ସ ବିଗ୍‌ ବାଶ୍‌ ଲିଗ୍‌ (ଡବ୍ଲ୍ୟୁବିବିଏଲ୍‌)ର ବିଦେଶୀ ଖେଳାଳି ଚିଠାରେ କେବଳ ଜଣେ ମାତ୍ର ଭାରତୀୟ ହରମନପ୍ରୀତ କୌର ସ୍ଥାନ ପାଇଛନ୍ତି। ମେଲବୋର୍ନ ରେନେଗେଡ୍ସ ତାଙ୍କୁ ଦଳରେ ରଖିଛି।

ଉଦ୍‌ଘାଟନୀ ଡବ୍ଲ୍ୟୁବିବିଏଲ୍‌ ବିଦେଶୀ ଖେଳାଳି ତାଲିକାରେ ୟାସ୍ତିକା ଭାଟିଆ, ଜେମିମା ରୋଡ୍ରିଗୁଏଜ୍‌ ଏବଂ ଦିପ୍ତୀ ଶର୍ମାଙ୍କ ସମେତ ୧୮ଜଣ ଭାରତୀୟ ଖେଳାଳି ବିଦେଶୀ ଖେଳାଳି ଚିଠାରେ ସ୍ଥାନ ପାଇଥିଲେ। ମାତ୍ର ଏମାନଙ୍କ ମଧ୍ୟରୁ କୌଣସି ଖେଳାଳିଙ୍କୁ ନିଆଯାଇ ନାହିଁ।

ପ୍ଲାଟିନମ କାଟେଗୋରିରେ ରହିଥିବା ହରମନପ୍ରୀତଙ୍କ ବ୍ୟତୀତ ଓ୍ବେଷ୍ଟଇଣ୍ଡିଜର ହେଲି ମାଥ୍ୟୁସ ରେନେଗେଡ୍ସ ଦଳରେ ସେମାନଙ୍କ ସ୍ଥାନ ବଜାୟ ରଖିଛନ୍ତି। ୨୦୨୧-୨୨ ସିଜନରେ ରେନେଗେଡ୍ସ ପାଇଁ ହରମନପ୍ରୀତଙ୍କ ପ୍ରଦର୍ଶନ ଉଲ୍ଲେଖନୀୟ ରହିଥିଲା। ସେ ୧୨ଟି ଇନିଂସରେ ୫୮.୦୦ ଆଭରେଜରେ ୪୦୬ ରନ ସ୍କୋର କରିଥିଲେ। ତାଙ୍କ ଷ୍ଟ୍ରାଇକ୍‌ରେଟ୍‌ ୧୩୦.୯୬ ରହିଥିବା ବେଳେ ସେ ୩ଟି ଅର୍ଦ୍ଧଶତକ ହାସଲ କରିଛନ୍ତି। ତାଙ୍କ ଟପ୍‌ ସ୍କୋର ଅପରାଜିତ ୮୧ ରନ ରହିଥିଲା। ସେ ଭଲ ବୋଲିଂ ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri