Posted inଖେଳ

ଭାରତ ଛିଡ଼ା କଲା ୨୭୮ ରନ୍‌ର ଟାର୍ଗେଟ

ଅକ୍‌ଲାଣ୍ଡ,୧୯।୩: ଅଷ୍ଟ୍ରେଲିଆ ଆଗରେ ଭାରତ ଛିଡ଼ା କରିଛି ୨୭୮ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ। ସ୍ଥାନୀୟ ଇଡେନ ପାର୍କରେ ଶନିବାର ଖେଳାଯାଉଥିବା ମ୍ୟାଚ୍‌ରେ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୫୦ ଓଭରରେ ୭ ଉଇକେଟ ହରାଇ ୨୭୭ ରନ୍‌ କରିଛି। ଦୁଇ ଓପନର ବିଫଳ ହେବା ପରେ ଅଧିନାୟିକା ମିଥାଲି ରାଜ (୬୮), ୟଶତିକା ଭାଟିଆ (୫୯) ଏବଂ ହରମନପ୍ରୀତ କୌର(୫୭*)ଙ୍କ ଅର୍ଦ୍ଧଶତକ ଯୋଗୁ ଏହା ସମ୍ଭବ ହୋଇପାରିଛି। ଇନିଂସ ଶେଷ ଆଡ଼କୁ ପୂଜା ବସ୍ତ୍ରକାର ୩୪ (୧ ଚୌକା ଓ ୨ ଛକା) ରନ୍‌ର ଏକ ବିସ୍ଫୋରକ ପାଳି ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?