Posted inଖେଳ

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌କୁ ଭାରତୀୟ ଦଳ ୮ ଉଇକେଟରେ ଜିତିଥିଲା। ଏହା ଅଧିନାୟିକା ଭାବେ ହରମନପ୍ରୀତଙ୍କ ପାଇଁ ୭୭ତମ ବିଜୟ ଥିଲା, ଯାହାକି ଅନ୍ତର୍ଜାତୀୟ ମହିଳା ଟି୨୦ରେ ସର୍ବାଧିକ।

ଏଥିପୂର୍ବରୁ ଏହି ରେକର୍ଡ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟିକା ମେଗ ଲାନିଂଙ୍କ ନାମରେ ଥିଲା। ତାଙ୍କ ନାମରେ ଅଧିନାୟିକା ଭାବେ ୭୬ଟି ବିଜୟ ରହିଛି। ଅନ୍ୟପକ୍ଷରେ ହରମନପ୍ରୀତ ୧୩୦ଟି ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟିକା ରହିଛନ୍ତି, ଯାହାକି ଯେକୌଣସି ଅଧିନାୟିକାଙ୍କ ଲାଗି ସର୍ବାଧିକ। ବିଶ୍ୱରେ ହରମନପ୍ରୀତଙ୍କ ସମେତ କେବଳ ୩ ଖେଳାଳି ୧୦୦ରୁ ଊର୍ଦ୍ଧ୍ୱ ଟି୨୦ ମ୍ୟାଚ୍‌ରେ ଜାତୀୟ ଦଳର ନେତୃତ୍ୱ ଭାର ତୁଲାଇଛନ୍ତି। ଏହି ତାଲିକାରେ ଲାନିଂ ଓ ଶ୍ରୀଲଙ୍କାର ଚମାରି ଆତାପାତଥୁ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri