ତ୍ୱଚା ପାଇଁ ହାନିକାରକ ଆଲ୍‌କହଲ୍‌

ଆଲ୍‌କହଲ୍‌ ପିଇବା ସ୍ବାସ୍ଥ୍ୟ ପକ୍ଷେ ହାନିକାରକ। ଏକଥା
ଜାଣିଥିଲେ ସୁଦ୍ଧା ଏଥିପ୍ରତି ଅଧିକାଂଶ ସଚେତନ ନାହାନ୍ତି। ତେବେ ଆପଣ ଜାଣନ୍ତି କି, ଏହା ନା କେବଳ କ୍ୟାନ୍‌ସର, ହୃଦ୍‌ରୋଗ ଏବଂ ଅନ୍ୟାନ୍ୟ ଘାତକ ରୋଗର ଆଶଙ୍କା ବୃଦ୍ଧି କରିଥାଏ ବରଂ ତ୍ୱଚା ପାଇଁ ମଧ୍ୟ ଏହା କ୍ଷତିକାରକ…
ହେଲ୍‌ଥ ଅର୍ଗାନାଇଜେଶନ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ମୁତାବକ ମଦର ଏକ ବୁନ୍ଦା ବି ଶରୀର ପାଇଁ ଉପକାରୀ ନୁହେଁ। ଏହା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିଥାଏ। ଏହାକୁ ଅଧିକ ପିଇବା ଦ୍ୱାରା ଡିହାଇଡ୍ରେଶନ୍‌ ହୋଇଥାଏ। ଫଳରେ ତ୍ୱଚା କୁଣ୍ଡେଇ ହେବା, ଆଲର୍ଜି ଭଳି ସମସ୍ୟା ଦେଖାଦେଇଥାଏ।
ପିଇବା ଯୋଗୁ ଅନେକଙ୍କ ତ୍ୱଚାରେ ଲାଲ୍‌ ଫଳିଯିବା, ଆଖିତଳ କଳା ପଡ଼ିବା, ମୁହଁ ଫୁଲିଯିବା ଭଳି ଲକ୍ଷଣ ଦେଖାଦିଏ।
ଆଲ୍‌କହଲ୍‌ ପିଉଥିବା ବ୍ୟକ୍ତିଙ୍କ ଶରୀରର ରୋଗ ପ୍ରତିରୋଧକ ଶକ୍ତି କମିଯାଏ। ଫଳରେ ତ୍ୱଚାରେ ସହଜରେ ବିଭିନ୍ନ ରୋଗ ସଂକ୍ରମଣ ହୋଇଥାଏ। କେବଳ ଏତିକି ନୁହେଁ, ଏମାନଙ୍କ ତ୍ୱଚା ଅଧିକ ସମ୍ବେଦନଶୀଳ (ସେନ୍‌ସିଟିଭ୍‌) ଥିବାରୁ କ୍ୟାନ୍‌ସର ଆଶଙ୍କା ବଢ଼ିଯାଏ।
ଠାରେ ଅଧିକାଂଶ ସମୟରେ ହାଇବ୍ଲଡ୍‌ପ୍ରେସର ଏବଂ ନିଦ୍ରାହୀନତା ସମସ୍ୟା ଦେଖାଦେଇ ଥାଏ। ଅପରପକ୍ଷେ କମ୍‌ ଶୋଇବା କାରଣରୁ ଆଖିତଳେ ଡାର୍କ ସର୍କଲ, ଏଜ୍‌ ଲାଇନ୍‌, ରିଙ୍କଲ୍‌ ମାର୍କ, ସ୍କିନ୍‌ ଟୋନ୍‌ ଡାର୍କ ହେବା ଭଳି ସମସ୍ୟା ଦେଖାଦିଏ।
ଶରୀରରେ ଅଧିକ ହିଷ୍ଟାମାଇନ୍‌ ନିର୍ଗତ କରିଥାଏ। ତେଣୁ ତ୍ୱଚାର ତଳଭାଗରେ ଥିବା ବ୍ଲଡ୍‌ ଭେଜେଲ୍‌ ଫୁଲିଯାଇଥାଏ। ଫଳରେ ମୁହଁ ଓ ପୂରା ଶରୀର ମୋଟା ଦେଖାଯାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?