ବ୍ରହ୍ମାଣ୍ଡ ସୁନ୍ଦରୀ ହେଲେ ଭାରତ ଝିଅ ହରନାଜ

ମୁମ୍ବାଇ,୧୩।୧୨: ଦୀର୍ଘ ୨୧ ବର୍ଷ ପରେ ମିସ୍‌ ୟୁନିଭର୍ସ ମୁକୁଟ ପିନ୍ଧିଛନ୍ତି ଭାରତର ଝିଅ ହରନାଜ ସାନ୍ଧୁ। ସେ ୨୦୨୧ ମସିହା ବ୍ରହ୍ମାଣ୍ଡ ସୁନ୍ଦରୀ ପ୍ରତିଯୋଗିତାରେ ଏହି ମୁକୁଟ ହାସଲ କରିଛନ୍ତି। ଇସ୍ରାଏଲର ଇଲାଟରେ ଅନୁଷ୍ଠିତ ୭୦ତମ ମିସ୍‌ ୟୁନିଭର୍ସରେ ହାରନାଜ ପ୍ରାୟ ୮୦ ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇ ଏହି ଟାଇଟେଲ୍‌ ଜିତିଛନ୍ତି।

 

୨୦୦୦ ମସିହାରେ ବିଲଉଡ୍‌ ଅଭିନେତ୍ରୀ ଲାରା ଦତ୍ତା ବ୍ରହ୍ମାଣ୍ଡ ସୁନ୍ଦରୀ ମୁକୁଟ ଜିତିଥିଲେ। ଦୀର୍ଘ ୨୧ ବର୍ଷ ପରେ ଏବେ ଏହି ସୌଭାଗ୍ୟ ଅର୍ଜନ କରିଛନ୍ତି ହରନାଜ।

ପଞ୍ଜାବର ଝିଅ ୨୧ ବର୍ଷୀୟ ହରନାଜଙ୍କୁ ଫାଇନାଲ ରାଉଣ୍ଡରେ ପାରାଗୁୟେ ଓ ଦକ୍ଷିଣ ଆଫ୍ରିକାର ପ୍ରତିଯୋଗୀ ବେଶ୍‌ ଚ୍ୟାଲେଞ୍ଜ ଦେଇଥିଲେ। ତେବେ ଶେଷ ମୁହୂର୍ତ୍ତରେ ହରନାଜ ମିସ୍‌ ୟୁନିଭର୍ସ ମୁକୁଟ ହାସଲ କରିବାରେ ସକ୍ଷମ ହୋଇଥିଲେ। ତାଙ୍କୁ ୨୦୨୦ର ମିସ୍‌ ୟୁନିଭର୍ସ ମେକ୍ସିକୋର ଆଣ୍ଡ୍ରିଆ ମେଜା ଏହି ବିଜୟ ମୁକୁଟ ପିନ୍ଧାଇଛନ୍ତି। ଏକାଧିକ ପଞ୍ଜାବୀ ଫିଲ୍ମରେ ଅଭିନୟ କରିଛନ୍ତି ହରନାଜ। ସେ ଫେମିନା ମିସ୍‌ ଇଣ୍ଡିଆ ଭଳି ଅନେକ ସୁନ୍ଦରୀ ପ୍ରତିଯୋଗିତାରେ ମଧ୍ୟ ବିଜୟୀ ହୋଇଥିଲେ।

ଏକ ସାକ୍ଷାତକାରରେ ହରନାଜ କହିଛନ୍ତି, ‘ମୁଁ ସବୁବେଳେ ଅନ୍ତର୍ଜାତୀୟ ସ୍ତରରେ ଭାରତ କହିବାକୁ ଚାହୁଁଥିଲି। ବର୍ତ୍ତମାନ ଏହା ସତ ହୋଇଛି। ବିଶ୍ୱ ଫୋରମରେ ମୋର ଦେଶର ୧.୩ ମିଲିୟନ ଲୋକଙ୍କୁ ପ୍ରତିନିଧିତ୍ୱ କରିବାର ସୁଯୋଗ ପାଇଛି । ମୁଁ ପାଇଥିବା ସୁଯୋଗ ପାଇଁଁ ବହୁ କୃତଜ୍ଞ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri