Posted inଜାତୀୟ

ଭାରତକୁ ଆସିବ ହାର୍ପୁନ ମିଶାଇଲ

ନୂଆଦିଲ୍ଲୀ, ୪ା୮: ଭାରତକୁ ଆମେରିକା ବିଶ୍ୱର ସବୁଠୁ ସଫଳ ଆଣ୍ଟାଇ-ଶିପ୍‌ ହାର୍ପୁନ ମିଶାଇଲ ଦେବ। ଏଥିପାଇଁ ଭାରତ ସହ ୮୨ ମିଲିୟନ ଡଲାର (ପ୍ରାୟ ୬୦୮ କୋଟି ଟଙ୍କା)ର ଚୁକ୍ତିକୁ ଆମେରିକା ମଞ୍ଜୁରୀ ଦେଇଛି। ଏହା ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବା ସହ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବ ବୋଲି ଆମେରିକା କହିଛି। ପେଣ୍ଟାଗନ୍‌ ପ୍ରତିରକ୍ଷା ସୁରକ୍ଷା ସହଯୋଗ ଏଜେନ୍ସି (ଡିଏସ୍‌ସିଏ) ଭାରତକୁ ମିଶାଇଲ ବିକ୍ରୟ ନେଇ ଆମେରିକା କଂଗ୍ରେସକୁ ପ୍ରମାଣପତ୍ର ପ୍ରଦାନ କରିଛି। ଭାରତ ହାର୍ପୁନ ଜଏଣ୍ଟ ମିଶାଇଲ କମନ୍‌ ଟେଷ୍ଟ (ଜେସିଟିଏସ୍‌) କିଣିବାକୁ ଅନୁରୋଧ କରିଥିଲା। ଏଥିସହ ହାର୍ପୁନର ରକ୍ଷଣାବେକ୍ଷଣ ପାଇଁ ଏକ ଷ୍ଟେଶନ, ବିଭିନ୍ନ ପାର୍ଟସ୍‌, ପରୀକ୍ଷା ଉପକରଣ, ବୈଷୟିକ ସହଯୋଗ, କର୍ମଚାରୀଙ୍କୁ ତାଲିମ, ସହାୟତା ସେବା ପାଇଁ ମଧ୍ୟ ଭାରତ ସରକାର ଆମେରିକାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri