Advertisement

ହରପ୍ରୀତ ସିଂ ଆଲାଏନ୍ସ ଏୟାର ସିଇଓ

ନୂଆଦିଲ୍ଲୀ: ଏୟାର ଇଣ୍ଡିଆର ସହଯୋଗୀ କମ୍ପାନୀ ଆଲାଏନ୍ସ ଏୟାରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଭାବେ ହରପ୍ରୀତ ସିଂ ଅବସ୍ଥାପିତ ହୋଇଛନ୍ତି। ଭାରତୀୟ ବିମାନ ଶିଳ୍ପରେ ଏକ କମ୍ପାନୀର ମଙ୍ଗ ସମ୍ଭାଳିବାରେ ସେ ହେଉଛନ୍ତି ପ୍ରଥମ ମହିଳା। ସିଂ ବର୍ତ୍ତମାନ ଏୟାର ଇଣ୍ଡିଆର ବିମାନ ନିରାପତ୍ତା ବିଭାଗ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ନୂଆ ପଦୋନ୍ନତି ପରେ ସିଂଙ୍କ ସ୍ଥାନରେ କମ୍ପାନୀର ବରିଷ୍ଟ କମାଣ୍ଡର କ୍ୟାପଟେନ ନିବେଦିତା ଭାସିନଙ୍କୁ ନିଯୁକ୍ତି ଦିଆଯାଇଛି। ୧୯୮୮ରେ ଏୟାର ଇଣ୍ଡିଆରେ ପ୍ରଥମ ମହିଳା ପାଇଲଟ ଭାବେ ସିଂ ଯୋଗଦେଇଥିଲେ। ବିଭିନ୍ନ ସ୍ବାସ୍ଥ୍ୟଗତ କାରଣରୁ ପାଇଲଟ ଭାବେ ବେଶି ଦିନ କାର୍ଯ୍ୟ କରି ପାରି ନ ଥିଲେ ମଧ୍ୟ ବିମାନ ନିରାପତ୍ତା କ୍ଷେତ୍ରରେ ସେ ବେଶ୍‌ କ୍ରିୟାଶୀଳ ରହି ଆସିଛନ୍ତି। ସେ ମହିଳା ପାଇଲଟ ଆସୋସିଏଶନର ମୁଖ୍ୟ ଭାବେ କାର୍ଯ୍ୟ କରିବା ସହ ଅନେକଙ୍କ ଲାଗି ପ୍ରେରଣାର ଉତ୍ସ ହୋଇ ପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିସିବି ବ୍ୟାଙ୍କ ନୂଆ ଅନ୍‌ଲାଇନ୍‌ ପ୍ଲାଟଫର୍ମ ‘ଡିସିବି ଇଜିବି’

ନୂଆଦିଲ୍ଲୀ,୩୧ା୮: ଡିସିବି ବ୍ୟାଙ୍କର ନୂଆ ଅନଲାଇନ୍‌ ମ୍ୟୁଚୁଆଲ୍‌ ଫଣ୍ଡ୍‌ ପ୍ଲାଟଫର୍ମ ‘ଡିସିବି ଇଜିବି’ ନିବେଶକମାନଙ୍କୁ ଯେ କୌଣସି ସମୟରେ ଏବଂ ଯେ କୌଣସିଠାରେ ନିଜ ମ୍ୟୁଚୁଆଲ୍‌...

ଫେସ୍‌ବୁକ୍‌ର ୪୧.୯ କୋଟି ୟୁଜରଙ୍କ ଫୋନ୍‌ ନମ୍ବର ଲିକ୍‌

ନୂଆଦିଲ୍ଲୀ,୬-୯: ସୋସିଆଲ ମିଡିଆ କମ୍ପାନୀ ଫେସ୍‌ବୁକ୍‌ର ୪୧.୯ କୋଟି ୟୁଜରଙ୍କ ଫୋନ୍‌ ନମ୍ବର ଡାଟା ଲିକ୍‌ ହୋଇଯାଇଛି ବୋଲି ଆମେରିକା ମିଡିଆରେ ଜାରି ଏକ ରିପୋର୍ଟରେ...

ଚାଇନିଜ ଆପ୍‌ ଓ୍ବିଚାର୍ଟକୁ ଟକ୍କର ଦେବାକୁ ପ୍ରସ୍ତୁତି; ଏକାଠି ହେବେ ରିଲାଏନ୍ସ, ଫେସବୁକ

ନୂଆଦିଲ୍ଲୀ,୧୭।୪ : ଚାଇନାର ସୁପର ଆପ୍ଲିକେଶନ ଓ୍ବିଚାର୍ଟକୁ ଟକ୍କରଦେବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଭଳି ନୂଆ ମଲ୍ଟିପରପସ ଆପ୍‌ ପ୍ରସ୍ତୁତି କରିବା ଲାଗି ଏବେ ମୁକେଶ...

ଏମ୍‌ପିସିରେ ୩ ସଦସ୍ୟ ନିଯୁକ୍ତ; ଶକ୍ତିକାନ୍ତଙ୍କ ଟିମ୍‌ରେ ଅସୀମା ଗୋୟଲ, ଜୟନ୍ତ ଆର୍‌ ବର୍ମା ଏବଂ ଶଶାଙ୍କ ଭିଡେ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି କମିଟି(ଏମ୍‌ପିସି)ରେ ୩ ମନୋନୀତ ସଦସ୍ୟଙ୍କୁ ସରକାର ମଙ୍ଗଳବାର ନିଯୁକ୍ତ କରିଛନ୍ତି। ସେପ୍ଟେମ୍ବରରେ ପୂର୍ବରୁ କାର୍ଯ୍ୟ କରୁଥିବା ୩ ସଦସ୍ୟଙ୍କ କାର୍ଯ୍ୟକାଳ...

ଝାଡ଼ୁ କିଣିବାକୁ ଶୁଭ ମନେ କରାଯାଏ

ଧନତେରସ ଦିନରେ ଝାଡ଼ୁ କିଣିବା ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ବିଶ୍ୱାସ କରାଯାଏ ଯେ ଏହି ଦିନ ଝାଡ଼ୁ କିଣିବା ଦ୍ୱାରା ମା’ ଲକ୍ଷ୍ମୀଙ୍କ...

ପୁରୁଣା ଟେଲିଫୋନ ତାରରୁ ଲକ୍ଷ ଲକ୍ଷ ରୋଜଗାର, ଆପଣ ବି ଏମିତି…

ଫ୍ୟାଶନ ନାମରେ ଲୋକମାନେ କିଛି ବି କିଣିଥାନ୍ତି। ବେଳେବେଳେ ବଜାରରେ ମଇଳା ଜୋତା ବିକ୍ରି ହେଉଥିବା ବେଳେ ଆଉ କେତେବେଳେ ମଇଳା ଜିନ୍ସ ମଧ୍ୟ ଚାହିଦାରେ...

ବିଗ୍‌ ବଜାର ପକ୍ଷରୁ ପବ୍ଲିକ ହଲିଡେ ସେଲ୍‌

ନୂଆଦିଲ୍ଲୀ: ବିଗ୍‌ ବଜାର ପକ୍ଷରୁ ପବ୍ଲିକ ହଲିଡେ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଅକ୍ଟୋବର ୧ରୁ ୪ ଯାଏ ଏହା ଚାଲିବ। ଗ୍ରାହକଙ୍କ କ୍ରୟ ସୁବିଧା...

‘ଷ୍ଟାର୍ଟଅପ୍‌ କରୁଥିବା ବ୍ୟକ୍ତି ହୋଇ ପାରିବେ ଧୀରୁଭାଇ ଅମ୍ବାନୀ’

ନୂଆଦିଲ୍ଲୀ, ୨୫-୨: ଛୋଟ ଛୋଟ ବ୍ୟବସାୟ କରୁଥିବା ବ୍ୟକ୍ତି ବିଶେଷ ଦିନରେ ବହୁତ ବଡ ହେବାର ସମ୍ଭାବନା ରହିଛି। ଦେଶରେ ଷ୍ଟାର୍ଟ ଅପ୍‌ କରୁଥିବା ବ୍ୟକ୍ତି...

Advertisement
Archives

Model This Week