ଲଭ୍‌ଲାଇଫ୍‌କୁ ନେଇ ଚର୍ଚ୍ଚାରେ ‘ସନମ୍‌ ତେରି କସମ୍‌’ ଅଭିନେତା, ଏହି ଅଭିନେତ୍ରୀଙ୍କୁ…

ବମ୍ବେ: ଲଭ୍‌ଲାଇଫ୍‌କୁ ନେଇ ଚର୍ଚ୍ଚାରେ ‘ସନମ୍‌ ତେରି କସମ୍‌’ ଅଭିନେତା ହର୍ଷବର୍ଦ୍ଧନ ରାଣେ। ଗତ କିଛି ମାସ ଧରି ସେ ଅଭିନେତ୍ରୀ ତଥା ମଡେଲ ସଞ୍ଜିଦା ଶେଖଙ୍କୁ ଡେଟ୍‌ କରୁଛନ୍ତି। ପ୍ରଥମେ ଉଭୟଙ୍କ ଫଟୋ ଭାଇରାଲ ହୋଇଥିଲା। ଏବେ ସେ ଦେଇଥିବା ଏକ ସାକ୍ଷାତକାରରେ ରୋକଠୋକ ଭାବେ ସମ୍ପର୍କ ନେଇ ମୁହଁ ଖୋଲିଛନ୍ତି। ଯାହା ବି ଶୁଣିବାକୁ ମିଳୁଛି ସେ ନେଇ ତାଙ୍କୁ ଫରକ ପଡେନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।

ତେବେ ସଞ୍ଜିଦା ପୂର୍ବରୁ ଅଭିନେତା ଆମିର ଅଲିଙ୍କୁ ବିବାହ କରିଥିଲେ। ହେଲେ ୨୦୨୨ରେ ଉଭୟ ଅଲଗା ହୋଇଥିଲେ। ତାଙ୍କର ଏକ ଝିଅ ଆୟରା ଅଲି ଅଛି। ଅଭିନେତ୍ରୀ ଏବେ ସଞ୍ଜୟ ଲିଲା ବନ୍‌ଶାଲୀଙ୍କ ଓ୍ବେବ୍‌ସିରିଜ ହିରାମଣ୍ଡିକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏଥିରେ ସଞ୍ଜିଦାଙ୍କ ସହ ସୋନାକ୍ଷୀ ସିନ୍ହା, ମନିଷା କୋଇରାଲା, ଋଚା ଚଢ଼ା, ଅଦିତି ରାଓ ପ୍ରମୁଖ ଅଛନ୍ତି।

ସେହିଭଳି ହର୍ଷବର୍ଦ୍ଧନ ସଞ୍ଜିଦାଙ୍କ ପୂର୍ବରୁ ଅଭିନେତ୍ରୀ କିମ ଶର୍ମାଙ୍କୁ ଡେଟ୍‌ କରୁଥିଲେ। ୨୦୧୯ରେ ଦୁହିଁଙ୍କ ବ୍ରେକ୍‌ଅପ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

ମୋଦିଙ୍କ ସହ ସେଲ୍‌ଫି ନେଲେ ଫ୍ରାନ୍ସ ରାଷ୍ଟ୍ରପତି: ଫଟୋ ଶେୟାର କରି ଲେଖିଲେ…

ନାଇସ୍‌,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଇସ୍‌ ଗସ୍ତ ସମୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରଁଙ୍କୁ ଭେଟି ଆନନ୍ଦ ପ୍ରକାଶ କରିଥିଲେ। ଦୁଇ ନେତା ‘ଇଣ୍ଡିଆ ଇନୋଭେଟ୍ସ ୨୦୨୬’…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri