Posted inଜାତୀୟ

ଦୁଇବର୍ଷ ପରେ ହେବାକୁ ଯାଉଛି ହରିୟାଣା ମନ୍ତ୍ରିମଣ୍ଡଳର ସଂପ୍ରସାରଣ

ଚଣ୍ଡିଗଡ଼,୨୮ ।୧୨: ହରିୟାଣା ମନ୍ତ୍ରିମଣ୍ଡଳର ମେଣ୍ଟ ସରକାର ଦୁଇବର୍ଷ ପରେ ପ୍ରଥମଥର ଲାଗି ମଙ୍ଗଳବାର ସଂପ୍ରସାରଣ ହେବାକୁ ଯାଉଛି । ନୂଆବର୍ଷ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଡା. କମଲ ଗୁପ୍ତା ଓ ଜେଜେପି ବିଧାୟକ ଦେବେନ୍ଦ୍ର ବବଲିଙ୍କୁ ମନ୍ତ୍ରୀପଦର ଉପହାର ମିଳିବ । ରାଜ୍ୟପାଳ ସନ୍ଧ୍ୟା ୪ଟାରେ ରାଜଭବନରେ ନୂଆମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ । ହେଲେ ମନ୍ତ୍ରିମଣ୍ଡଳରେ କୌଣସି ଅଦଳ ବଦଳ ହେବ ନାହିଁ ବୋଲି ସୂଚନା ରହିଛି । ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ଓ ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌଟାଲା ଦୀପାବଳୀ ଅର୍ଥାତ୍ ୨୭ ଅକ୍ଟୋବର ୨୦୧୯ରେ ଶପଥ ଗ୍ରହଣ କରିବା ସହ ନୂଆ ସରକାର ଗଠନ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri