Posted inଜାତୀୟ

୧୦ ବର୍ଷ ପରେ ଜେଲ୍‌ରୁ ବାହାରିଲେ ଉପ ମୁଖ୍ୟମନ୍ତ୍ରୀଙ୍କ ବାପା

ନୂଆଦିଲ୍ଲୀ,୧୦।୨: ପୂର୍ବତନ ଏମ୍‌ପି ଅଜୟ ଏସ୍‌ ଚୌତାଲା ଗୁରୁବାର ଦିଲ୍ଲୀର ତିହାର ଜେଲରୁ ମୁକୁଳିଛନ୍ତି। ତାଙ୍କୁ ଭେଟିବା ପାଇଁ ପୁଅ ତଥା ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଶ୍ୟନ୍ତ ଚୌତାଲା ତାଙ୍କର କିଛି ସମର୍ଥକଙ୍କ ସହ ପହଞ୍ଚିଥିଲେ। ହରିୟାଣାରେ ଶିକ୍ଷକ ନିଯୁକ୍ତ ସ୍କାମ ପାଇଁ ଅଜୟ ଚୌତାଲା ୧୦ ବର୍ଷ ଧରି ଜେଲରେ ଥିଲେ। ସେହି ସ୍କାମରେ ତାଙ୍କ ବ୍ୟତୀତ ତାଙ୍କ ବାପା ତଥା ପୂର୍ବତନ ହରିୟାଣା ମୁଖ୍ୟମନ୍ତ୍ରୀ ଓମ୍‌ ପ୍ରକାଶ ଚୌତାଲାଙ୍କ ସମେତ ୫୫ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ।

୧୯୯୯-୨୦୦୦ରେ ହରିୟାଣାରେ ୩ ହଜାର ଜୁନିୟର ବେସିକ୍‌ ଶିକ୍ଷକଙ୍କ ନିଯୁକ୍ତି ବାହାରିଥିଲା। ଉପଯୁକ୍ତ ପ୍ରକ୍ରିୟାରେ ଆବେଦନ କରିଥିବା ପ୍ରାର୍ଥୀଙ୍କ ସ୍ଥାନରେ ଡକ୍ୟୁମେଣ୍ଟ ଜାଲ କରି ଅନ୍ୟଙ୍କୁ ନିଯୁକ୍ତ କରାଯାଇଥିଲା। ଏହି ମାମଲାରେ ଇଣ୍ଡିଆନ ନ୍ୟାଶନାଲ ଲୋକ ଦଳ (ଆଇଏନ୍‌ଏଲ୍‌ଡି) ମୁଖ୍ୟ ଅଜୟ ଓ ତାଙ୍କ ବାପା ଦୋଷୀ ସାବ୍ୟସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri