Posted inଜାତୀୟ

ହରିଆଣା ନୁହରେ ପୋଲିସର ଏନ୍‌କାଉଣ୍ଟର: ଡିଏସ୍‌ପି ହତ୍ୟାକାଣ୍ଡରେ ସାମିଲ ଥିବା ଅଭିଯୁକ୍ତ ଗିରଫ

ଚଣ୍ଡିଗଡ଼,୧୯।୭: ହରିୟାଣାର ନୁହରେ ତାୱାଡୁର ଡିଏସ୍‌ପି ସୁରେନ୍ଦର ସିଂ ବିଷ୍ଣୋଇଙ୍କ ହତ୍ୟା ପରେ ପୋଲିସର ଏନ୍‌କାଉଣ୍ଟରରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ଏନ୍‌କାଉଣ୍ଟର ସମୟରେ ଅଭିଯୁକ୍ତଙ୍କ ଗୋଡରେ ଗୁଳି ବାଜିଥିବା ଜଣାପଡ଼ିଛି। ଆହତ ଅବସ୍ଥାରେ ନଲହର ମେଡିକାଲ କଲେଜରେ ତାଙ୍କୁ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ, ପୋଲିସର ଏହି କାର୍ଯ୍ୟାନୁଷ୍ଠାନ ଡିଏସ୍‌ପିଙ୍କ ହତ୍ୟା ହେବାର କିଛି ଘଣ୍ଟା ମଧ୍ୟରେ ନିଆଯାଇଛି। ଏଥିସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅନ୍ୟପଟେ ଡିଏସ୍‌ପିଙ୍କ ହତ୍ୟା ମାମଲାରେ ହରିୟାଣା ଡିଜିପି ପି.କେ ଅଗ୍ରୱାଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହା ଏକ ବଡ଼ ଦୁଃଖଦ ଘଟଣା। ପୋଲିସ ଏନ୍‌କାଉଣ୍ଟର ପରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ତାଙ୍କ ଗୋଡରେ ଗୁଳି ବାଜିଛି। ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ପୋଲିସ ପକ୍ଷରୁ ତନାଘନା ଜାରି ରହିଛି। ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?