Posted inଜାତୀୟ

ମହର୍ଷି ଦୟାନନ୍ଦ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ, ୪ ଛାତ୍ର ଆହତ

ରୋହତକ,୪ ।୯: ହରିୟାଣାର ରୋହତକରେ ଥିବା ମହର୍ଷି ଦୟାନନ୍ଦ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ ହୋଇଛି । ଫଳରେ ଗୁଳି ବାଜି ୪ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି । ଆତ ଛାତ୍ରଙ୍କ ମଧ୍ୟରୁ ଜଣେ ମହର୍ଷି ଦୟାନନ୍ଦ ବିଶ୍ୱବିଦ୍ୟାଳୟର ହୋଇଥିବା ବେଳେ ଅନ୍ୟ ୩ ଜଣଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିପାରି ନାହିଁ । ମିଳିଥିବା ସୂଚନା ଅନୁଯାୟୀ, ଗାଡିରେ ଆସି କେତେଜଣ ଯୁବକ ଆଖିବୁଜା ଗୁଳି ଚାଳନା କରିଥିଲେ । ଫଳରେ ମହର୍ଷି ଦୟାନନ୍ଦ ବିଶ୍ୱବିଦ୍ୟାଳୟ ପରିସରରେ ଭୟର ବାତାବରଣ ଖେଳି ଯାଇଥିଲା । ତେବେ ଏହା ପଛର କାରଣ କ’ଣ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ୪ ଆହତ ଛାତ୍ରଙ୍କୁ ରୋହତକ ପିଜିଆଇରେ ଚିକିତ୍ସା ପାଇଁ ଭତ୍ତି କରାଯାଇଥିବା ବେଳେ ପରେ ପରିବାର ଲୋକେ ଏମାନଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି ।
ସୂଚନାଯୋଗ୍ୟ, ବିଶ୍ୱବିଦ୍ୟାଳୟରେ ରାଜ୍ୟପାଳଙ୍କ କାର୍ଯ୍ୟକ୍ରମ ଥିଲା । ଆଉ କାର୍ଯ୍ୟକ୍ରମ ସାରି ରାଜ୍ୟପାଳ ସେଠାରୁ ଚାଲିଆସିବାର ମାତ୍ର ୨୦ ମିନିଟ ପରେ ଏହି ଘଟଣା ଘଟିଛି । ତେବେ ବିଶ୍ୱିଦ୍ୟାଳୟର ସୁରକ୍ଷା ଅଧିକାରୀ ବଳରାମ ସିଂ କହିଛନ୍ତି ଟଙ୍କା କାରବାରକୁ ନେଇ ଦୁଇ ଛାତ୍ର ଗୋଷ୍ଠିଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri