ମେଡାଲ ହାରି ବି ହୃଦୟ ଜିତିଲେ ମହିଳା ହକି ଟିମ୍‌: ଦଳର ପ୍ରତ୍ୟେକ ସଦସ୍ୟଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କଲେ ହରିଆଣା ସରକାର

ଚଣ୍ଡିଗଡ଼,୬।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ବ୍ରୋଞ୍ଜ ପଦକ ମ୍ୟାଚ ହାରିବା ପରେ ବି ଦେଶବାସୀଙ୍କ ହୃଦୟ ଜିତିବାରେ ସଫଳ ହୋଇଛି। ଦଳର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ହରିଆଣା ସରକାର ତାଙ୍କୁ ପ୍ରଶଂସା କରିବା ସହ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହିଳା ଖେଳାଳିଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ହରିଆଣା ସରକାର। ରାଜ୍ୟସରକାରଙ୍କ ପକ୍ଷରୁ ଦଳରେ ଥିବା ହରିଆଣାର ପ୍ରତ୍ୟେକ ଖେଳାଳିଙ୍କୁ ୫୦ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି ଶୁକ୍ରବାର ହରିଆଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଘୋଷଣା କରିଛନ୍ତି। ତେବେ ଟୋକିଓ ଅଲିମ୍ପିକ୍ସକୁ ଯାଇଥିବା ମହିଳା ହକି ଦଳରେ ହରିଆଣାର ୯ଜଣ ଖେଳାଳି ରହିଛନ୍ତି। ସେହିପରି ଦଳର ଅଧିନାୟକ ରାନୀ ରାମପାଲ ମଧ୍ୟ ହରିୟାଣାର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍‌ରେ ଛତ୍ରପୁର ଅନସ୍ଲୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?